www.samajalive.in
Sunday, December 7, 2025
23.1 C
Bhubaneswar

ରାତି ୮ଟା – ମୁଖ୍ୟ ଖବର

–ଓଡ଼ିଶାରେ ଗୋଟିଏ ଡେଲଟା ଭାରିଆଣ୍ଟ ଚିହ୍ନଟ। ଓଡ଼ିଶାରେ ଡେଲଟା ପ୍ଲସ ଚିହ୍ନଟ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା। ଦେଶରେ ଚିହ୍ନଟ ୪୮ ମାମଲା ମଧ୍ୟରୁ ଓଡ଼ିଶାରୁ ଗୋଟିଏ। ମହାରାଷ୍ଟ୍ରରେ ୨୦, ତାମିଲନାଡୁ ୯, ମଧ୍ୟପ୍ରଦେଶ ୭ ଡେଲଟା ଭାରିଆଣ୍ଟ ଚିହ୍ନଟ।

–ଓଡ଼ିଶାରେ ଚିହ୍ନଟ ଡେଲଟା ପ୍ଲସ ରୋଗୀ ଦେବଗଡ଼ର-ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

- Advertisement -

–କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡ ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ-ଆସିଏମ୍‌ଆର ମୁଖ୍ୟ ବଳରାମ ଭାର୍ଗବଙ୍କ ସୂଚନା

–ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଦିଗରେ ଓଡ଼ିଶା, ଗତ ତିନି ବର୍ଷ ମଧ୍ୟରେ ସଂକ୍ରମଣ ହାର ୯୦ ପ୍ରତିଶତ ହ୍ରାସ। ଓଡ଼ିଶାର ମଡେଲକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ବେଷ୍ଟ ପ୍ରାକ୍‍ଟିସ ଭାବେ ସ୍ୱୀକୃତ

–କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡ ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ-ଆସିଏମ୍‌ଆର ମୁଖ୍ୟ ବଳରାମ ଭାର୍ଗବଙ୍କ ସୂଚନା

–ପ୍ରକାଶ ପାଇଲା ଚଳିତ ବର୍ଷର ମ୍ୟାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ, ପାସହାର ୯୭.୮୯%

–ଚଳିତ ବର୍ଷର ମ୍ୟାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ଅନୁଯାୟୀ ଏ୧-୨୬୫୬, ଏ୨-୨୨୧୩୧, ବି୧-୫୨୨୫୧, ବି୨-୯୪୪୭୫ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ

–ଏଥର କୌଣସି ବିଦ୍ୟାଳୟର ଶୂନ ପରୀକ୍ଷାଫଳ ହୋଇନାହିଁ। ୫୯୪୫ ବିଦ୍ୟାଳୟରେ ଶତ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ

–ମାଟ୍ରିକ ପରୀକ୍ଷାଫଳ ସନ୍ଧ୍ୟା ୬ଟାରୁ www.bseodisha.ac.in ଏବଂ www.bseodisha.nic.in ୱେବ୍‌ସାଇଟ୍‌ରେ ଉପଲବ୍ଧ

–ଚଳିତ ବର୍ଷ ୫,୭୪, ୧୨୫ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫, ୬୨, ୦୧୦ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି। ୪୪୧୨ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ଅଛନ୍ତି। ୨୨୫୬ଜଣ ଛାତ୍ରଛାତ୍ରୀଙ୍କୁ ସ୍କୁଲଗୁଡ଼ିକ ପକ୍ଷରୁ ପରୀକ୍ଷାଫଳ ପ୍ରକାଶ ପାଇଁ ନମ୍ବର ଦିଆଯାଇନାହିଁ।

– ୭୭୦୩ ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷର ମ୍ୟାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ଫେଲ ହୋଇଛନ୍ତି।

–କଲେଜର ଅଧ୍ୟାପକ ଓ ଅଧ୍ୟାପିକାଙ୍କ ଉପରେ ୟୁଜି/ପିଜି ପରୀକ୍ଷା ଦାୟିତ୍ୱ – ମନ୍ତ୍ରୀ ଅରୁଣ କୁମାର ସାହୁ

–ରାଜଧାନୀ ଭୁବନେଶ୍ୱରର ୟୁନିଟ -୧ ହାଟ ସିଲ୍‍

–ଖୋର୍ଦ୍ଧା ଜିଲା ଅନ୍ତର୍ଗତ ଜଟଣୀ ପାଇକେରାପୁର ଗାଁରେ ସ୍ତ୍ରୀର ତଣ୍ଟି କାଟି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ

–ଗୋଟିଏ ଦିନରେ ରାଜ୍ୟରୁ ନୂଆ ୨୯୧୨ ଜଣ ସଂକ୍ରମିତ ଚିହ୍ନଟ ; ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୬୭୫ ଏବଂ ସ୍ଥାନୀୟ ସଂକ୍ରମିତ ୧୨୩୭

–ରାଜ୍ୟରେ ଦିନକରେ ୪୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

–ଦିଲ୍ଲୀସ୍ଥିତ ଇସ୍ରାଏଲ ଦୂତାବାସ ବାହାରେ ବିସ୍ଫୋରଣ ଘଟଣା: ଲଦାଖରୁ ୪ ଛାତ୍ର ଗିରଫ

–ସୁପ୍ରିମକୋର୍ଟ ପ୍ୟାନେଲର ରିପୋର୍ଟ- ଦିଲ୍ଲୀ ସରକାର ଅମ୍ଳଜାନ ଆବଶ୍ୟକତାର ୪ ଗୁଣ କରିଥିଲେ ଦାବି

–ଉଚିତ ସମୟରେ ଜାମ୍ମୁ କାଶ୍ମୀରକୁ ମିଳିବ ରାଜ୍ୟ ମାନ୍ୟତା- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

–କୋଭିଡର ତୃତୀୟ ଲହର ମୁକାବିଲା ପାଇଁ ୨୦,୦୦୦ କୋଟି ଟଙ୍କାର ପ୍ୟାକେଜ

–୨୪ ଘଣ୍ଟାରେ ଦେଶରେ ଆଉ ୫୧,୬୬୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

–ଦୈନିକ ପଜିଟିଭ ହାର ୨.୯୮% ରହିଥିବା ବେଳେ ଲଗାତାର ୧୮ ଦିନ ହେବ ୫% ରୁ କମ

–ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୩୪,୪୪୫କୁ ବୃଦ୍ଧି

–ଚିକିତ୍ସାଧୀନ ଅବସ୍ଥାରେ ଆଉ ୧ ହଜାର ୩୨୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୩,୩୧୦

–ଦିନକରେ ଆଉ ୬୪,୫୨୭ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୧,୨୮,୨୬୭ ସୁସ୍ଥ ; ଆରୋଗ୍ୟ ହାର ୯୬.୬୬%

–ଅଶୋଧିତ ତୈଳ ଦର ବୃଦ୍ଧି ନେଇ ଚିନ୍ତାବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ; ଓପେକ୍ ସେକ୍ରେଟାରୀ ଜେନେରାଲଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

–ଅକ୍ଷୟ ଶକ୍ତି କ୍ଷେତ୍ରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ୩ ବର୍ଷରେ ନିବେଶ କରିବ ୭୫,୦୦୦ କୋଟି ଟଙ୍କା

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories