www.samajalive.in
Monday, December 8, 2025
24.1 C
Bhubaneswar

ଦିନକରେ ଗଲା ୪୭ କରୋନା ସଂକ୍ରମିତଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର, କଟକ, ବରଗଡ଼ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ ଥିବା ବେଳେ ଖୋର୍ଦ୍ଧାରୁ ୪ ଜଣ କରୋନାରେ ପ୍ରାଣ ହରାଇଥିବା ଜଣାଯାଇଛି।

ସେହିପରି ଗଂଜାମ, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡି, ମୟୁରଭଞ୍ଜ ଓ ନୂଆପଡ଼ାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏଯାବତ ରାଜ୍ୟରେ କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ୩୮୪୮ ଜଣଙ୍କ ମୃତ୍ୟୁ ଘଟିଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories