www.samajalive.in
Monday, December 8, 2025
27.1 C
Bhubaneswar

ଡେଲଟା ପ୍ଲସରେ ଏଯାଏଁ ୩ ମୃତ

ନୂଆଦିଲ୍ଲୀ : ଦେଶରେ ପ୍ରାୟ ୧୧ଟି ରାଜ୍ୟରେ ୪୮ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛନ୍ତି। ୧୮ଟି ଜିଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ରରେ ସର୍ବାଧିକ ୨୦ଟି ଡେଲଟା ପ୍ଲସ ମାମଲା ରହିଛି। ସମଗ୍ର ଦେଶ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଛି। ବିଶ୍ୱର ପ୍ରାୟ ୧୨ଟି ଦେଶରେ ଏହି ଡେଲଟା ପ୍ଲସ ଭାରିଆଣ୍ଟ ଚିହ୍ନଟ ହୋଇଛନ୍ତି। ଏହି ଭୂତାଣୁରେ ଏଯାଏଁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ମଧ୍ୟପ୍ରଦେଶରେ ୨ ଜଣ ଓ ମହାରାଷ୍ଟ୍ରରେ ଜଣଙ୍କର ମୃତ୍ୟୁ ଘଟିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories