www.samajalive.in
Sunday, December 7, 2025
23.1 C
Bhubaneswar

ସନ୍ଧ୍ୟା ୬ଟା – ମୁଖ୍ୟ ଖବର

୧. ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଧ୍ରୁବରାଜ ନାୟକଙ୍କୁ ନୃଶଂସ ହତ୍ୟା, ଅଭିଯୁକ୍ତ ଅଟକ
୨. ଦିନକରେ ଦେଶରେ ୫୭,୯୪୪ କରୋନା ଆକ୍ରାନ୍ତ ସୁସ୍ଥ, ୫୦୦୪୦ ଆକ୍ରାନ୍ତ ଓ ୧୨୫୮ ମୃତ
୩. ରାଜ୍ୟରେ ଦିନକରେ ୩୪୦୮ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ, ୩୯ ମୃତ
୪. ଆସନ୍ତକାଲି ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଫିଟା ନୀତି ; ଏହାପରେ ଶ୍ରୀଅଙ୍ଗରେ ଲାଗିବ ଫୁଲୁରି ତେଲ
୫. ପ୍ରଧାନମନ୍ତ୍ରୀଙ୍କ ମନ୍‍ କି ବାତ୍‍, ଟୋକିଓ ଅଲିମ୍ପିକ୍ସ ପାଇଁ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
୬. ପ୍ରଧାନମନ୍ତ୍ରୀଙ୍କ ମନ୍‍ କି ବାତ୍‍, ଦିବଙ୍ଗତ ଆଥଲେଟ ମିଲଖା ସିଂହଙ୍କୁ ମନେ ପକାଇଲେ ମୋଦୀ
୭. ଜୁଲାଇ ୧୨ରୁ ୧୮ ବର୍ଷଙ୍କ ପାଇଁ ମିଳିବ ଜାଇଡସ କାଡିଲା ଟିକା, କ୍ଲିନିକାଲ ପରୀକ୍ଷା ଶେଷ
୮. ଜମ୍ମୁ ବିମାନ ବନ୍ଦରରେ ବିସ୍ଫୋରଣ, ବହୁ ଆହତ
୯. ଶିଶୁଙ୍କ ଲାଗି କୋଭିଡ ଟିକା ନେଇ ବଢ଼ିଲା ଆଶା, ଦୁଇ ମାସରେ ଆରମ୍ଭ ହେବ କୋଭାଭାକ୍ସର ପରୀକ୍ଷଣ
୧୦. ଉତ୍ତରପ୍ରଦେଶରେ ଏକାକି ନିର୍ବାଚନ ଲଢିବ ବିଏସପି, ଏଆଇଏମଆଇଏମ ସହିତ ମେଣ୍ଟ ହେବନାହିଁ ବୋଲି ସ୍ପଷ୍ଟକଲେ ମାୟାବତୀ

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories