www.samajalive.in
Sunday, December 7, 2025
26.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ଦେଶରେ ୨୪ ଘଣ୍ଟାରେ ଆଉ ୪୬,୧୪୮ ନୂଆ କରୋନା ସଂକ୍ରମିତ ଚିହ୍ନଟ

ମୋଟ ସଂକ୍ରମିତ ସଂଖ୍ୟା ୩,୦୨,୭୯,୩୩୧କୁ ବୃଦ୍ଧି

- Advertisement -

ଚିକିତ୍ସାଧୀନ ଅବସ୍ଥାରେ ଆଉ ୯୭୯ ଆକ୍ରାନ୍ତଙ୍କ ମୃତ୍ୟୁ ; ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୯୬,୭୩୦  ମୃତ୍ୟୁ ହାର ୧.୩୧%

ଦିନକରେ ଆଉ ୫୮,୫୭୮ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୩,୦୯,୬୦୭ ସୁସ୍ଥ ; ଆରୋଗ୍ୟ ହାର ୯୬.୮୦%

୫,୭୨,୯୯୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

୨୪ ଘଣ୍ଟାରେ ୧୭,୨୧,୨୬୮ ଟିକା ନେଇଥିବା ବେଳେ ମୋଟ ୩୨,୩୬,୬୩,୨୯୭ ଟିକା ନେଇ ସାରିଛନ୍ତି

ରାଜ୍ୟରେ ଦିନକରେ ୩୩୧୯ ନୂଆ ଆକ୍ରାନ୍ତ ଚିହ୍ନଟ; ସଂଗରୋଧରୁ ୧୮୯୬, ସ୍ଥାନୀୟ ସଂକ୍ରମିତ ୧୪୨୩

କଟକ, ଖୋର୍ଦ୍ଧା ଜିଲା ସର୍ବାଧିକ ଚିନ୍ତାର କାରଣ ପାଲଟିଛି ; ବାଲେଶ୍ୱର, ଯାଜପୁର, ମୟୁରଭଞ୍ଜ, ଜଗତସିଂହପୁର, ପୁରୀରେ ମଧ୍ୟ ଖସୁନାହିଁ ସଂକ୍ରମଣ

କରୋନାରେ ରାଜ୍ୟରେ ଆଉ ୪୩ ଜଣଙ୍କର ମୃତ୍ୟୁ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ମୃତ ; କରୋନାଜନିତ ମୃତ୍ୟୁସଂଖ୍ୟା ୩୯୩୦

ବୁର୍ଲା ଜାତୀୟ ରାଜପଥରେ ଡ଼କାୟତି ଉଦ୍ୟମ ଯୋଜନା ପଣ୍ଡ ; ୪ ଦୁର୍ବୃତ୍ତ ଗିରଫ

ଲଦାଖର ଲେହରେ ସୋମବାର ପ୍ରତ୍ୟୁଷରେ ଭୂକମ୍ପନ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ମାତ୍ରା ୪.୬
ଦେଶରେ ପେଟ୍ରୋଲ ଲିଟର ଟପିଲା ୧୧୦ ଟଙ୍କା

ପୂର୍ବତନ ଏସପିଓ, ତାଙ୍କ ପତ୍ନୀ ଓ ଝିଅଙ୍କୁ ହତ୍ୟାକଲେ ଆତଙ୍କବାଦୀ ;ଘର ଭିତରେ ପଶି ଆଖିବୁଜା ଗୁଳି ଚଳାଇଲେ

ବର ପସନ୍ଦ ହେଲାନାହିଁ, ଛଅ ଫେରା ପରେ କନ୍ୟା ବେଦୀରୁ ଉଠିଗଲା

ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ଷ୍ଟୋରରୁମ୍‍ ରେ ଅଗ୍ନିକାଣ୍ଡ; କେହି ଆହତ ହୋଇନଥିବା ସୂଚନା

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories