www.samajalive.in
Monday, December 8, 2025
24.1 C
Bhubaneswar

କୃତି ଛାତ୍ରଙ୍କୁ ସମ୍ବର୍ଦ୍ଧନା

ପିପିଲି: ପିପିଲି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ର ମିର୍ଜା ସାହିଲ ଅଲ୍ଲୀ ବେଗ୍‍ ଚଳିତ ବର୍ଷ ମାଟ୍ରିକ୍‍ ପରୀକ୍ଷାରେ ୯୨.୧୬ ପ୍ରତିଶତ ନମ୍ବର ରଖି ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଥିବାରୁ ପିପିଲି ଗୁରୁକୂଳ ଛାତ୍ରାବାସ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଗୁରୁକୂଳ ଛାତ୍ରାବାସର ମୁଖ୍ୟ ଶିକ୍ଷାବିତ୍‍ ରସାନନ୍ଦ ପ୍ରଧାନ, ଶିକ୍ଷାବିତ୍‍ ବିବେକାନନ୍ଦ ଦାସ, ମିଟୁକିଶୋର ପ୍ରଧାନ, ଅସିତ ପଣ୍ଡା, ଦୀପକ କୁମାର ସାହୁ, ଯୋଗେନ୍ଦ୍ର ପ୍ରସାଦ ଗିରିଶର୍ମା ପ୍ରମୁଖ ସାହିଲଙ୍କ ସମେତ ତାଙ୍କ ପିତା ମିର୍ଜା ନୌସାଦ ଅଲ୍ଲୀ ବେଗ୍‍ ଓ ମାତା ସାବ୍‍ନା ଅଜ୍‍ମିଙ୍କୁ ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରିବା ସହ ସାହିଲଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏହା ସହ ଗୋବିନ୍ଦପୁର ହାଇସ୍କୁଲର ସର୍ବୋଚ୍ଚ ନମ୍ବର ରଖି ଏ-୧ ଗ୍ରେଡ୍‍ରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀ ଅନନ୍ୟା ବେହେରାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories