www.samajalive.in
Monday, December 15, 2025
16.1 C
Bhubaneswar

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ୧୬ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ବ୍ରହ୍ମପୁର: ଛତ୍ରପୁର ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ସ୍ୱର୍ଗତ ପ୍ରଫୁଲ ନାୟକଙ୍କ ୧୬ତମ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଥିବା ସ୍ୱର୍ଗତ ପ୍ରଫୁଲ ନାୟକଙ୍କ ପ୍ରତିମୂର୍ତିରେ ଉପସ୍ଥିତ ଅତିଥୀମାନେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ତାଙ୍କର ସ୍ମୃତି ଚାରଣ କରିଥିଲେ । ଏହି ଶ୍ରାଦ୍ଧ ଦିବସରେ ପୂର୍ବତନ ବିଧାୟକ ଅଶୋକ କୁମାର ଚୈାଧୁରୀ, ପୂର୍ବତନ ନଗରପାଳ ରାମଚନ୍ଦ୍ର ବେହେରା, ପୂର୍ବତନ ସରପଂଚ ଆର.ନରହରି ରେଡ୍ଡୀ, ସାମ୍ବାଦିକ ରବିନ୍ଦ୍ର ନାଥ ପଣ୍ଡା, ପ୍ରଧାନ ଶିକ୍ଷକ କୁମୁଦ ବେହେରା, ମୋହନ ବେହେରା, ପିଟି ଶିକ୍ଷକ ପ୍ରକାଶ ପାଣିଗ୍ରାହୀ, ପହ୍ଲାଦ ମହାରଣା, ଗୋଲକ ନାୟକ, ମନୁ ନାୟକ,ଶରତ ପଟ୍ଟନାୟକ,ଚିନେୟା ରେଡ୍ଡୀ, ପ୍ରମିଳା ପଟ୍ଟନାୟକ, ସୁବାସ ଜେନା,ସୈାରା ନାହାକ, ରବିନ୍ଦ୍ର ମହାପାତ୍ର, ପ୍ରଶାନ୍ତ କୁମାର ନେକାପଙ୍କ ସମେତ ବହୁ ଛାତ୍ର ଛାତ୍ରୀ ଏବଂ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ବୃକ୍ଷ ରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories