www.samajalive.in
Monday, December 8, 2025
27.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ଡିଆରଡିଓ ଡ୍ରୋନ ନିରୋଧୀ ପ୍ରଯୁକ୍ତି ଆକାଶମାର୍ଗରୁ ବିପଦ ଠାବ ସହିତ ନିଷ୍କ୍ରିୟ କରିବାକୁ ସମର୍ଥ

ଦେଶରେ ୨୪ ଘଣ୍ଟାରେ ଆଉ ୪୫,୯୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

- Advertisement -

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୩,୬୨,୮୪୮କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ଆଉ ୮୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୮,୪୫୪

ଦିନକରେ ଆଉ ୬୦,୭୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୪,୨୭,୩୩୦ ସୁସ୍ଥ
ଆରୋଗ୍ୟ ହାର ୯୬.୯୨ ପ୍ରତିଶତ

୫,୩୭,୦୬୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ; ସକ୍ରିୟ ଆକ୍ରାନ୍ତ ହାର ୧.୭୭%

୨୪ ଘଣ୍ଟାରେ ୩୬,୫୧,୯୮୩ ଟିକା ନେଇଥିବା ବେଳେ ମୋଟ ୩୩,୨୮,୫୪,୫୨୭ ଟିକା ନେଇ ସାରିଛନ୍ତି

ସାପ୍ତାହିକ ପଜିଟିଭ ହାର ୫% ରୁ କମ ରହିଥିବା ବେଳେ ଏବେ ୨.୬୯%

ଦୈନିକ ପଜିଟିଭ ହାର ୨.୩୪% ରହିଥିବା ବେଳେ ୨୩ ଦିନ ହେବ ଲଗାତାର ୫% ତଳକୁ ରହିଛି

ହୃଦଘାତରେ ପ୍ରସିଦ୍ଧ ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ଚଳଚ୍ଚିତ୍ର ନିର୍ମାତା ସ୍ୱାମୀ ରାଜ କୌଶଲଙ୍କ ପରଲୋକ

ଓଡ଼ିଶାରେ ଗୋଟିଏ ଦିନରେ ୩୩୭୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ସଂଗରୋଧରୁ ୧୯୨୨ , ସ୍ଥାନୀୟ ସଂକ୍ରମିତ ୧୪୪୯

ରାଜ୍ୟରେ ୨୪ ଘଣ୍ଟାରେ ୪୮ କରୋନା ସଂକ୍ରମିତଙ୍କ ମୃତ୍ୟୁ; ଦିନକରେ ସର୍ବାଧିକ

୧୧ ଜିଲାରେ ଆଜି ଟିକାକରଣ ବନ୍ଦ

ରାଜ୍ୟରେ ମୌସୁମି ଦୁର୍ବଳ

ନୟାଗଡ଼, ବାଲେଶ୍ବରରେ ୧୦୦ ଛୁଇଁଲା ପେଟ୍ରୋଲ

୧୩ ଯୋଡ଼ା ବିଶେଷ‌ ରେଳ ଚଳାଚଳ ଅବଧି ବୃଦ୍ଧି

କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ – ଜୁଲାଇ ୧୬ ପର୍ୟ୍ୟନ୍ତ ଉଚ୍ଛେଦ, ନିର୍ମାଣ ଓ ଭଙ୍ଗା ଉପରେ କଟକଣା

ଭାରତରେ ୫ଜି ସମ୍ପ୍ରସାରଣ ବହୁବିଧ କ୍ଷେତ୍ର ପାଇଁ ଉନ୍ନତ ପ୍ରଦର୍ଶନକୁ ଆଗେଇନେବ ; ଏନଏକ୍ସପି ସେମିକଣ୍ଡକ୍ଟରସ ସହିତ ହାତ ମିଳାଇଲା ଜିଓ ପ୍ଲାଟଫର୍ମ

ନିତି ଆୟୋଗ ସିଇଓଙ୍କ କାର୍ୟ୍ୟକାଳ ୧ ବର୍ଷ ବୃଦ୍ଧି

କାଶ୍ମୀରରେ ଧର୍ମାନ୍ତରୀକରଣ ଅଭିଯୋଗ

ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜାକବ ଜୁମାଙ୍କୁ ୧୫ମାସ କାରାଦଣ୍ଡାଦେଶ

ସିଏ ପରୀକ୍ଷା ସ୍ଥଗିତ ରଖିବାକୁ ମନା କଲେ ସର୍ବୋଚ୍ଚ ନ୍ୟାୟାଳୟ

ପଦୋନ୍ନତି କ୍ଷେତ୍ରରେ ଭିନ୍ନକ୍ଷମଙ୍କୁ ମିଳିବ ସଂରକ୍ଷଣ

୨୦୨୫ ସୁଦ୍ଧା ଟାଟା ମୋଟର୍ସ ଆଣିବ ୧୦ଟି ନୂଆ ବିଦ୍ୟୁତ୍‌ ଚାଳିିତ ଗାଡ଼ି

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories