www.samajalive.in
Tuesday, December 9, 2025
17.1 C
Bhubaneswar

ନାସିରୁଦ୍ଦିନ ଶାହ ଡାକ୍ତରଖାନାରେ ଭର୍ତ୍ତି

ମୁମ୍ବଇ: ପ୍ରସିଦ୍ଧ ବଲିଉଡ଼ ଅଭିନେତା ନାସିରୁଦ୍ଦିନ ଶାହ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ନିମୋନିଆ କାରଣରୁ ତାଙ୍କୁ ମୁମ୍ବଇ ସ୍ଥିତ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ୨ ଦିନ ହେବ ତାଙ୍କ ଚିକିତ୍ସା ଚାଲିଛି ଓ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି। ଏହି ଖବର ପ୍ରସାରିତ ହେବା ପରେ ତାଙ୍କ ପ୍ରଶଂସକମାନେ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

୭୦ ବର୍ଷୀୟ ଅଭିନେତାଙ୍କର ବର୍ତ୍ତମାନ ନିମୋନିଆ ଚିକିତ୍ସା ଚାଲିଛି। ତାଙ୍କ ଫୁସଫୁସରେ ଏକ ପ୍ୟାଚ୍ ଦେଖିବାକୁ ମିଳିଛି। ତେବେ ସେ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଡାକ୍ତରଖାନାରୁ ଡିସ୍ଚାର୍ଜ ହୋଇପାରନ୍ତି ବୋଲି ଶୁଣିବାକୁ ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories