www.samajalive.in
Saturday, December 13, 2025
21.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ; କରୋନାରେ ମୃତ୍ୟୁବରଣ କରିଥିବା ପରିବାର ବର୍ଗଙ୍କୁ ଅନୁକମ୍ପା ରାଶି ପ୍ରଦାନ କରନ୍ତୁ ସରକାର

ଆର ଅଶ୍ୱିନ ଓ ମିତାଲି ରାଜଙ୍କ ନାମ ଖେଳ ରତ୍ନ ପାଇଁ ସୁପାରିଶ ; ଶିଖର, କେ ଏଲ ରାହୁଲ ଓ ଜଶପ୍ରିତ ବୁମରାଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ପଠାଗଲା

- Advertisement -

ଦିଲ୍ଲୀସ୍ଥିତ ଲକ୍ଷ୍ମୀନଗର ବଜାର ସମେତ ଅନେକ ବଜାରରେ କରୋନା କଟକଣାକୁ ଉଲ୍ଲଙ୍ଘନ ;  ଜୁଲାଇ ୫ ଯାଏଁ ଏହାକୁ ବନ୍ଦ କରିବାକୁ ନିର୍ଦ୍ଦେଶନାମା ଜାରି
ଦିଲ୍ଲୀର ଶାହଦରା ଅଞ୍ଚଳରେ ଜଣଙ୍କ ଘରେ ସିଲିଣ୍ଡର ବିସ୍ଫୋରଣ ; ୪ ଜଣଙ୍କର ଜଳିଯାଇ ମୃତ୍ୟୁ

ହୃଦଘାତରେ ପ୍ରସିଦ୍ଧ ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ଚଳଚ୍ଚିତ୍ର ନିର୍ମାତା ସ୍ୱାମୀ ରାଜ କୌଶଲଙ୍କ ପରଲୋକ

ଡିଆରଡିଓ ଡ୍ରୋନ ନିରୋଧୀ ପ୍ରଯୁକ୍ତି ଆକାଶମାର୍ଗରୁ ବିପଦ ଠାବ ସହିତ ନିଷ୍କ୍ରିୟ କରିବାକୁ ସମର୍ଥ

ଦେଶରେ ୨୪ ଘଣ୍ଟାରେ ଆଉ ୪୫,୯୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୩,୬୨,୮୪୮କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ଆଉ ୮୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୮,୪୫୪

ଦିନକରେ ଆଉ ୬୦,୭୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୪,୨୭,୩୩୦ ସୁସ୍ଥ
ଆରୋଗ୍ୟ ହାର ୯୬.୯୨ ପ୍ରତିଶତ

୫,୩୭,୦୬୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ; ସକ୍ରିୟ ଆକ୍ରାନ୍ତ ହାର ୧.୭୭%

୨୪ ଘଣ୍ଟାରେ ୩୬,୫୧,୯୮୩ ଟିକା ନେଇଥିବା ବେଳେ ମୋଟ ୩୩,୨୮,୫୪,୫୨୭ ଟିକା ନେଇ ସାରିଛନ୍ତି

ସାପ୍ତାହିକ ପଜିଟିଭ ହାର ୫% ରୁ କମ ରହିଥିବା ବେଳେ ଏବେ ୨.୬୯%

ଦୈନିକ ପଜିଟିଭ ହାର ୨.୩୪% ରହିଥିବା ବେଳେ ୨୩ ଦିନ ହେବ ଲଗାତାର ୫% ତଳକୁ ରହିଛି

ହୃଦଘାତରେ ପ୍ରସିଦ୍ଧ ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ଚଳଚ୍ଚିତ୍ର ନିର୍ମାତା ସ୍ୱାମୀ ରାଜ କୌଶଲଙ୍କ ପରଲୋକ

ଓଡ଼ିଶାରେ ଗୋଟିଏ ଦିନରେ ୩୩୭୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ସଂଗରୋଧରୁ ୧୯୨୨ , ସ୍ଥାନୀୟ ସଂକ୍ରମିତ ୧୪୪୯

ରାଜ୍ୟରେ ୨୪ ଘଣ୍ଟାରେ ୪୮ କରୋନା ସଂକ୍ରମିତଙ୍କ ମୃତ୍ୟୁ; ଦିନକରେ ସର୍ବାଧିକ

୧୧ ଜିଲାରେ ଆଜି ଟିକାକରଣ ବନ୍ଦ

ରାଜ୍ୟରେ ମୌସୁମି ଦୁର୍ବଳ

ନୟାଗଡ଼, ବାଲେଶ୍ବରରେ ୧୦୦ ଛୁଇଁଲା ପେଟ୍ରୋଲ

୧୩ ଯୋଡ଼ା ବିଶେଷ‌ ରେଳ ଚଳାଚଳ ଅବଧି ବୃଦ୍ଧି

କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ – ଜୁଲାଇ ୧୬ ପର୍ୟ୍ୟନ୍ତ ଉଚ୍ଛେଦ, ନିର୍ମାଣ ଓ ଭଙ୍ଗା ଉପରେ କଟକଣା

ଭାରତରେ ୫ଜି ସମ୍ପ୍ରସାରଣ ବହୁବିଧ କ୍ଷେତ୍ର ପାଇଁ ଉନ୍ନତ ପ୍ରଦର୍ଶନକୁ ଆଗେଇନେବ ; ଏନଏକ୍ସପି ସେମିକଣ୍ଡକ୍ଟରସ ସହିତ ହାତ ମିଳାଇଲା ଜିଓ ପ୍ଲାଟଫର୍ମ

ନିତି ଆୟୋଗ ସିଇଓଙ୍କ କାର୍ୟ୍ୟକାଳ ୧ ବର୍ଷ ବୃଦ୍ଧି

କାଶ୍ମୀରରେ ଧର୍ମାନ୍ତରୀକରଣ ଅଭିଯୋଗ

ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜାକବ ଜୁମାଙ୍କୁ ୧୫ମାସ କାରାଦଣ୍ଡାଦେଶ

ସିଏ ପରୀକ୍ଷା ସ୍ଥଗିତ ରଖିବାକୁ ମନା କଲେ ସର୍ବୋଚ୍ଚ ନ୍ୟାୟାଳୟ

ପଦୋନ୍ନତି କ୍ଷେତ୍ରରେ ଭିନ୍ନକ୍ଷମଙ୍କୁ ମିଳିବ ସଂରକ୍ଷଣ

୨୦୨୫ ସୁଦ୍ଧା ଟାଟା ମୋଟର୍ସ ଆଣିବ ୧୦ଟି ନୂଆ ବିଦ୍ୟୁତ୍‌ ଚାଳିିତ ଗାଡ଼ି

 

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories