www.samajalive.in
Sunday, December 14, 2025
23.1 C
Bhubaneswar

ଦିନ ୩ଟା – ମୁଖ୍ୟ ଖବର

ଅଣ ଆନୁଷ୍ଠାନିକ ଶ୍ରମିକ, କର୍ମଚାରୀ ବର୍ଗଙ୍କ ପାଇଁ ବିଶ୍ୱ ବ୍ୟାଙ୍କର ୫୦୦ ନିୟୁତ ଡଲାର ଋଣ

ଗୁଲଶନ କୁମାର ହତ୍ୟା ମାମଲା; ଦାଉଦ ମର୍ଚ୍ଚାଣ୍ଟଙ୍କ ବିରୁଦ୍ଧରେ ନିମ୍ନ ଅଦାଲତଙ୍କ ରାୟ କାଏମ ରଖିଲେ ବମ୍ବେ ହାଇକୋର୍ଟ ; ଦାଉଦ ମର୍ଚ୍ଚାଣ୍ଟଙ୍କୁ ନିମ୍ନ ଅଦାଲତ ଦେଇଥିବା ଆଜୀବନ କାରାଦଣ୍ଡାଦେଶ ହାଇକୋର୍ଟରେ ଅପରିବର୍ତ୍ତିତ

- Advertisement -

ସେରମ୍‍ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡକୁ ଗ୍ରୀନ ପାସପୋର୍ଟରେ ସ୍ଥାନ ଦେଲେ ସ୍ୱିଜରଲାଣ୍ଡ ଏବଂ ୟୁରୋପୀୟ ସଂଘର ୮ ରାଷ୍ଟ୍ର ; ଭାରତର କୂଟନୈତିକ ପ୍ରୟାସରୁ ମିଳିଲା ସଫଳତା

ଉତ୍ତର ପ୍ରଦେଶରେ ଆଗାମୀ ନିର୍ବାଚନ ପାଇଁ ଓମ୍‍ ପ୍ରକାଶ ରାଜଭରଙ୍କ ନୂଆ ଫର୍ମୁଲା; ୫ ବର୍ଷରେ ଦାୟିତ୍ୱ ନେବେ ୫ ମୁଖ୍ୟମନ୍ତ୍ରୀ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮,୭୮୬ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ

ଦିନକରେ ୬୧,୫୮୮ ଜଣ ସୁସ୍ଥ ; ମୋଟ ଆରୋଗ୍ୟ ଲାଭ ୨,୯୪,୮୮,୯୧୮,ଆରୋଗ୍ୟ ହାର ୯୬.୯୭%

୨ରୁ ୧୭ ବର୍ଷ ପିଲାଙ୍କ ଉପରେ କୋଭୋଭାକ୍ସ ଟିକା ପରୀକ୍ଷଣକୁ ମନା କଲେ ସରକାର ; ସେରମ୍‍ ଇନଷ୍ଟିଚ୍ୟୁଟ ପକ୍ଷରୁ କରାଯାଇଥିଲା ଆବେଦନ

ଅଧିକ ତାଲାବନ୍ଦ ହେଲେ ବ୍ୟବସାୟ, ନିଯୁକ୍ତି ଓ ଅର୍ଥନୀତି ବିଧ୍ୱସ୍ତ ହୋଇଯିବ- ରାହୁଲ ବଜାଜ

ଚଳନ୍ତା ଟ୍ରେନରୁ ଖସିଲେ ଯାତ୍ରୀ ; ଉଦ୍ଧାର କଲେ ଆରପିଏଫ ଯବାନ

ଟିଟିଲାଗଡ଼ ସହର ଶିଶୁ ମନ୍ଦିର ନିକଟସ୍ଥ ଟିଟିଲାଗଡ଼ ବଲାଂଗୀର ରାସ୍ତାରେ ଏକ କ୍ରେନ ଚାପାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ

କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ନୂଆଗାଁ ଗ୍ରାମର ତେଲିବନ୍ଧ ସାହିରେ ଗଡ଼ିଆରେ ବୁଡି ଦେଢ଼ବର୍ଷ ଶିଶୁ ପୁତ୍ରର ମୃତ୍ୟୁ

ଯାଜପୁର ସହ ୧୧ ଜିଲ୍ଲାରେ ଟିକାକରଣ ବନ୍ଦ

କେନ୍ଦୁଝର ପାଟଣା ବ୍ଲକ୍ ସଡଙ୍ଗବାହାଳି ଗ୍ରାମରେ ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ

ଓଡ଼ିଶାରେ ଗୋଟିଏ ଦିନରେ ୩୦୮୭ ନୂଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ ; ସଂଗରୋଧରୁ ୧୭୭୫ ଏବଂ ସ୍ଥାନୀୟ ସଂକ୍ରମିତ ୧୩୧୨

ରାଜ୍ୟରେ ଦିନକରେ ୪୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ହାତ ଟେକିଦେଲେ ମନ୍ତ୍ରୀ, ଅଭାବରୁ ୧୬ ଜିଲାରେ ଟିକାକରଣ ବାତିଲ

୮ ଜିଲାରେ ପ୍ରବଳ ବର୍ଷିବ

ଶ୍ରୀମନ୍ଦିର ସେବାୟତ ଟାଣିବେ ତିନିରଥ

ଡ୍ରୋନ୍‌ ଆକ୍ରମଣର ୪ଦିନ ପରେ ଜାମ୍ମୁ ବାୟୁସେନା ଘାଟିରେ ଡ୍ରୋନ୍‌ନିରୋଧୀ ବ୍ୟବସ୍ଥା କାର୍ୟ୍ୟକାରୀ କରାଯିବା ସହ ଲଗାଯାଇଛି ଜାମର ; ଜାତୀୟ ସୁରକ୍ଷା ବାହିନୀ ବା ଏନ୍‌ଏସ୍‌ଜି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି

ଭୂମିହୀନ କୃଷକ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories