www.samajalive.in
Thursday, December 11, 2025
18.1 C
Bhubaneswar

ଲକ୍ଷେ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଭିଜିଲାନ୍ସ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର

ଭବାନୀପାଟଣା : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଭିଜିଲାନ୍ସ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ଆଶୁତୋଷ ମିଶ୍ର। ପୋଲିସ ଏସଆଇ ମଳୟ ରଣାଙ୍କ ଏକ ପୁରୁଣା ମାମଲାର ରଫାଦଫା କରିବା ପାଇଁ ସେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ହାତରେ ଧରାପଡ଼ିଛନ୍ତି। ଭବାନୀପାଟଣା ସହରରର ରାଧାକୃଷ୍ଣନଗର ସ୍ଥିତ ତାଙ୍କ ବାସଭବନରେ ଆଜି ସକାଳେ ସେ ଏହି ଲାଞ୍ଚ ବାବଦ ଟଙ୍କା ଗ୍ରହଣ କରୁଥିବା ବେଳେ କଟକରୁ ଆସିଥିବା ସ୍ୱତନ୍ତ୍ର ଭିଜିଲାନ୍ସ ଟିମ୍‍ ତାଙ୍କୁ ଧରିଥିଲା।

Hot this week

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

Related Articles

Popular Categories