www.samajalive.in
Sunday, December 14, 2025
15.1 C
Bhubaneswar

ଦିନ ୧ଟା – ମୁଖ୍ୟ ଖବର

ଆଜି ମହାପ୍ରଭୁଙ୍କ ଚକାବିଜେ ନୀତି

୩୪ କୋଟି ଟପିଲା ଟିକାକରଣ, ଦିନକରେ ଟୀକା ନେଇଛନ୍ତି ୪୪ ଲକ୍ଷ

- Advertisement -

ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂହ ଧାମୀ, ଆଜି ଶପଥ

ଦକ୍ଷିଣ ଫିଲିପାଇନ୍ସରେ ସେନା ବିମାନ ଦୁର୍ଘଟଣାଗ୍ରସ୍ତ: ୧୭ ମୃତ, ୪୦ ଉଦ୍ଧାର

ଦେଶରେ ୨୪ ଘଣ୍ଟାରେ ଆଉ ୪୩,୦୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୦୫,୪୫,୪୩୩କୁ ବୃଦ୍ଧି

ଦିନକରେ ଆଉ ୫୨,୨୯୯ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୬,୫୮,୦୭୮ ସୁସ୍ଥ

୪,୮୫,୩୫୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

୩୫,୧୨,୨୧,୩୦୬ ଟିକା ନେଇ ସାରିଛନ୍ତି

ଆଉ ୯୫୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪,୦୨,୦୦୫

ଆସନ୍ତା ୨୦୨୨-୨୩ରୁ ପୁରୀରେ ଉଡିବ ବିମାନ ; ସୂଚନା ଦେଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ସବୁ ଠିକଠାକ ଚାଲିଲେ ପୁରୀରୁ ଉଡିବା ସମ୍ଭାବନା ଉଜ୍ଜ୍ୱଳ ବୋଲି କହିଲେ

ବର୍ଷକ ଭିତରେ ୧୬୦ ମାଓବାଦୀଙ୍କ ମୃତ୍ୟୁ

କେନ୍ଦ୍ରାପଡା : ସଉଦା କିଣି ଫେରୁଥିବା ବେଳେ ଭିନ୍ନକ୍ଷମଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା ଅଭିଯୋଗ ; ଜଣେ ଅଟକ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ; ସଂଗରୋଧରୁ ୧୬୫୨ ଏବଂ ସ୍ଥାନୀୟ ସଂକ୍ରମିତ ୧୨୧୮, କଟକ ଜିଲାରୁ ସର୍ବାଧିକ

ରାଜ୍ୟରେ ମୋଟ କରୋନା ସଂକ୍ରମଣ ୯୨୨୮୯୬କୁ ବୃଦ୍ଧି

ରାଜ୍ୟରେ କରୋନାରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣଙ୍କର ପ୍ରାଣହାନି ; କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି

କରୋନା ମହାମାରୀ ବିଫଳତା ପ୍ରତିବାଦରେ ୭ରୁ ୧୭ କଂଗ୍ରେସର ଆନ୍ଦୋଳନ ନିଷ୍ପତ୍ତି

୧୨ରେ ଲଘୁଚାପ, ୧୩ରୁ ବର୍ଷା

ରଥରେ ସେବାୟତଙ୍କୁ ସେଲ୍‌ଫି, ଭିଡିଓ ରେକର୍ଡିଂ ମନା

ଘୋଷଯାତ୍ରା ନିଷ୍ପତ୍ତି, ବଡ଼ଦାଣ୍ଡ କୋଠାରେ ରହିବେନି ବାହାର ଲୋକ

ସେବକ ଟାଣିବେ ରଥ, ଦକ୍ଷିଣମୋଡ଼ କରିବେ ପୁଲିସ

ବ୍ରାଜିଲ-ପେରୁ ସେମିଫାଇନାଲ, କ୍ବାର୍ଟରରୁ ହାରି ବିଦାୟ ନେଲେ ଚିଲି ଓ ପାରାଗୁଏ

୧୪ରେ ଟୋକିଓ ଯିବ ଭାରତୀୟ ଖେଳାଳିଙ୍କ ପ୍ରଥମ ଦଳ

ଇସ୍ରାଏଲଠାରୁ ଡ୍ରୋନ ପ୍ରତିରୋଧୀ ବ୍ୟବସ୍ଥା କିଣିବ ଭାରତ

ପୁଣି ରାଫେଲ ଭୂତ, ଫ୍ରାନ୍ସରେ ରାଜିନାମାର ବିଚାର ବିଭାଗୀୟ ତଦନ୍ତ

ମହାକାଶ ଯାତ୍ରା କରିବେ ୮୨ବର୍ଷୀୟା ମ୍ୟାରୀ ୱାଲାସ୍। ସେ ଆମାଜିନ୍‌ର ମୁଖ୍ୟ ଜେଫ୍‌ ବେଜାସ୍‌ଙ୍କ ମହାକାଶ ଅଭିଯାନରେ ତାଙ୍କର ସାଥୀ ହେବେ ବୋଲି ଜଣାପଡ଼ିଛି

ୟୁରୋକପ୍‌ ଫୁଟବଲ – ବେଲ୍‌ଜିୟମକୁ ହରାଇ ଇଟାଲୀ ସେମିରେ

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories