www.samajalive.in
Wednesday, December 10, 2025
16.1 C
Bhubaneswar

ମଙ୍ଗଳବାର ରାଶିଫଳ (୦୬/୦୭/୨୦୨୧)

ମେଷ : ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତଙ୍କ ଦ୍ବାରା ଉପକୃତ ହୋଇପାରନ୍ତି।

ବୃଷ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ବୃଦ୍ଧି ହୋଇପାରେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସାହି-ମୋକଦ୍ଦମାରେ ବିଜୟୀ ହେବା ସହିତ ମୋକଦ୍ଦମା ଖର୍ଚ୍ଚ ମିଳିପାରେ। ଧନସମ୍ପଦ ଭରପୂର ରହିବ। ସୁସ୍ଥ ଓ ନିରାମୟ ରହିବେ।

ମିଥୁନ : ପଥରୋଧର ସମ୍ମୁଖୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଥଣ୍ଡାଜନିତ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ ହେବ। ସାହସୀ ଓ ଜ୍ଞାନୀ ହେବେ।

କର୍କଟ : ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସମ୍ବଳ ଓ ଧନ ମିଳିବ।

ସିଂହ : କାର୍ଯ୍ୟ ସୁଫଳଦାୟକ ହେବ। କୁଳପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ।

କନ୍ୟା : ଭାଗ୍ୟଶାଳୀ ହୋଇପାରନ୍ତି। ପ୍ରେମୀ ଓ ବିଳାସୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ।

ତୁଳା : ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ବଭାବର ହେବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶୁଭକାର୍ଯ୍ୟ ବର୍ଜନୀୟ। ଅଷ୍ଟମ ଚନ୍ଦ୍ର ​‌େ​‌ଯାଗୁଁ ସତର୍କ ରହିବେ।

ବିଛା : ବନ୍ଧୁ ମିଳନ ଘଟିବାର ସୁଯୋଗ ଅଛି। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।

ଧନୁ : ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖାଦେଇ ପାରେ। ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧା ଭାବ ରହିବ। ସୁସ୍ଥ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

ମକର : ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହୋଇ ପାରନ୍ତି। ଆକସ୍ମିକ ଧନଲାଭ ହେବାର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭ ଜନକ ହେବ।

କୁମ୍ଭ : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଦଳ ପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ ହେବେ।

ମୀନ : କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। କୃତୀ ପ୍ରତିଯୋଗୀ ହେବେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories