www.samajalive.in
Wednesday, December 10, 2025
18.1 C
Bhubaneswar

କେନ୍ଦ୍ର ସରକାରଙ୍କ କ୍ୟାବିନେଟ ନିଷ୍ପତ୍ତି: ରାଜ୍ୟମାନଙ୍କ ପାଇଁ ୨୩,୧୨୩ କୋଟି ଅନୁଦାନ ପ୍ରଦାନ

ନୂଆଦିଲ୍ଲୀ: ଗତ କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୂଆ ମନ୍ତ୍ରୀମଣ୍ଡଳ ଗଠନ ଓ ଅଦଳବଦଳ ପରେ ଆଜି ନବ ନିଯୁକ୍ତ ମନ୍ତ୍ରୀମାନେ ନିଜ ମନ୍ତ୍ରଣାଳୟରେ ପହଞ୍ଚି ଦାୟିତ୍ବ ଗ୍ରହଣ କରିଥିଲେ। ଏହାପରେ ସେମାନେ ନୂଆ ମନ୍ତ୍ରାଳୟ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲୋଚନା ପରେ କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ନୂଆ ଟିମର ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା।

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୂଆ ଟିମ୍‌ ପରେ କେନ୍ଦ୍ର ସରକାରଙ୍କ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଜ୍ୟମାନଙ୍କ ପାଇଁ କୋଭିଡ ପାଣ୍ଠି ଅନୁଦାନ ପ୍ରଦାନ କରାଯିବ। ୨୩,୧୨୩ କୋଟିର କୋଭିଡ ପାଣ୍ଠି ଅନୁଦାନ ପ୍ରଦାନ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କ ସୂଚନା ଦେଇଛନ୍ତି। ସେହିପରି ଚାଷୀଙ୍କ ସହାୟତା ପାଇଁ ୧ଲକ୍ଷ କୋଟି ଅନୁଦାନକୁ ମଞ୍ଜୁରୀ ହୋଇଛି। ମଣ୍ଡି ଭିତ୍ତିଭୂମି ସୁଦୃଢ଼ କରିବାକୁ ୧ଲକ୍ଷ କୋଟି ମଞ୍ଜୁର ହୋଇଛି ବୋଲି କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ସୂଚନା ଦେଇଛନ୍ତି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories