www.samajalive.in
Monday, December 8, 2025
14.1 C
Bhubaneswar

ରାତି ୧୦ଟା – ମୁଖ୍ୟ ଖବର

୧. ଜୁଲାଇ ୩୧ ସୁଦ୍ଧା ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଁ ଚେଷ୍ଟା କରାଯାଉଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା
୨. ଜୁକି ୧୫ ପରେ ରାଜ୍ୟରେ ଗର୍ଭବତୀମାନଙ୍କୁ ଟୀକାକରଣ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗର ସୂଚନା
୩. କୋଭିଡ ଚିକିତ୍ସା ଅବ୍ୟବସ୍ଥା ପ୍ରସଙ୍ଗରେ ପିଆରଏମ ମେଡିକାଲ କଲେଜ ଅଧ୍ୟକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ମାନବାଧିକାର ଆୟୋଗ
୪. ମନରେଗା ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା, ୩୨ ଲକ୍ଷ ଶ୍ରମିକଙ୍କୁ ଦିଆଗଲା ୩୫୨ କୋଟି, ପ୍ରତି ଶ୍ରମଦିବସ ପାଇଁ ନିର୍ମାଣ ଶ୍ରମିକ ପାଇବେ ଅତିରିକ୍ତ ୫୦ ଟଙ୍କା
୫. ଆଇଏଏସ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ମାମଲା ଖାରଜ, ସଦିଚ୍ଛାକ୍ରମେ ଟଙ୍କା ଫେରାଇ ଥିବାରୁ ବିଷ୍ଣୁପଦଙ୍କୁ ପ୍ରଶଂସା କଲେ ଲୋକାୟୁକ୍ତ
୬. ଆଜି ରାଜ୍ୟରେ ୨୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ, ୩୩୪୧ ସୁସ୍ଥ ଓ ୬୧ ମୃତ
୭. ଦେଶରେ ଆଜି ୪୩, ୩୯୩ ନୂଆ ଆକ୍ରାନ୍ତ ଚିହ୍ନଟ, ୪୪, ୪୫୯ ସୁସ୍ଥ ଓ ୯୧୧ ମୃତ
୮. ଅଯୋଧ୍ୟା ସରଜୁ ନଦୀରେ ସ୍ନାନ ବେଳେ ଗୋଟିଏ ପରିବାରର ୧୨ ଜଣ ନିଖୋଜ, ୩ ଉଦ୍ଧାର
୯. ଆଇପିଏସ ସ୍ତରରେ ଅଦଳବଦଳ: କେନ୍ଦ୍ରୀୟ ଡେପୁଟେସନରୁ ଆସିଥିବା ଆଇଜି ଏସ ଦେବଦତ୍ତ ସିଂହଙ୍କୁ ପୁଲିସ ମୁଖ୍ୟାଳୟରେ ଆଇଜି ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ଅଖିଳେଶ୍ବର ସିଂହ ହେଲେ ଜଗତସିଂହପୁର ଏସ୍‌ପି
୧୦. ପ୍ରକାଶ ଆର ଭିଜିଲାନ୍ସ ଏସ୍‌ପି, ପିଏସ ପରଷୋତ୍ତମ ଦାସଙ୍କୁ ନବରଙ୍ଗପୁର ଏସ୍‌ପି, ରାହୁଲ ଜୈନଙ୍କୁ ବରଗଡ଼ ଏସପି, ପ୍ରତ୍ୟୁଷ ଦିବାକରଙ୍କୁ ନୂଆପଡ଼ା ଏସପି ଭାବେ ଦାୟିତ୍ବ ଦିଆଯାଇଛି
୧୧. ମାଲକାନଗିରି ଏସ୍‌ପି ଭାବେ ପିଏସ ମୀନା ଏବଂ ମୟୁରଭଞ୍ଜ ଏସପି ଭାବେ କେଆର ଦ୍ୟାନଦେଓଙ୍କୁ ନିଯୁକ୍ତି
୧୨. ବାଂଲାଦେଶ ନାରାୟଣଗଞ୍ଜ କାରଖାନା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories