www.samajalive.in
Saturday, December 6, 2025
26.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର

ଆଣ୍ଟାର୍କଟିକାରେ ଠାବ ଉଦ୍ଭିଦ ପ୍ରଜାତି ଭାରତ ନାମରେ ନାମିତ

ଲସ ଏଞ୍ଜେଲ୍ସ ମେୟର ଏରିକ ଗାର୍ସେଟ୍ଟି ଭାରତ ପାଇଁ ଆମେରିକାର ରାଷ୍ଟ୍ରଦୂତ

- Advertisement -

ସରାଯୁ ନଦୀ ଘାଟରେ ବୁଡି ଗୋଟିଏ ପରିବାରର ୬ ମୃତ ; ୩ ନିଖୋଜ

୪ଜି ଡାଉନଲୋଡ ସ୍ପିଡ ସାରଣୀ ଶୀର୍ଷରେ ରିଲାଏନ୍ସ ଜିଓ

ତାଲିବାନ ଦଖଲରେ ଆଫଗାନିସ୍ତାନର ୮୫% ଅଞ୍ଚଳ

ଏଲଆଇସିରୁ ହଟିବ ଅଧ୍ୟକ୍ଷ ପଦବୀ; ରହିବେ ମୁଖ୍ୟ ନିର୍ବାହୀ ଅଧିକାରୀ ଓ ପରିଚାଳନା ନିର୍ଦ୍ଦେଶକ

ଓଡ଼ିଶାର କୃଷକଙ୍କ ପାଇଁ ପଠାଗଲା ନାନୋ ୟୁରିଆ ; ନାନୋ ୟୁରିଆ ବୋଝେଇ ଟ୍ରକକୁ ପତାକା ଦେଖାଇ ଶୁଭାରମ୍ଭ କଲେ ଓଡ଼ିଶାର କୃଷିମନ୍ତ୍ରୀ ଡ.ଅରୁଣ କୁମାର ସାହୁ

ଦେଶରେ ନୂଆ ୪୨,୭୬୬ ସଂକ୍ରମିତ ଚିହ୍ନଟ; ୧୨୦୬ ମୃତ

୨୪ ଘଣ୍ଟା ମଧ୍ୟରେ ୪୫,୨୫୪ ଜଣ କରୋନାରୁ ସୁସ୍ଥ ; ସୁସ୍ଥ ହେବା ହାର ୯୭.୨% ମୋଟ ୨,୯୯,୩୩,୫୩୮ ଜଣ ସୁସ୍ଥ

ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ସଂପ୍ରତି ୪,୫୫,୦୩୩

ଗତକାଲି ସୁଦ୍ଧା ଦେଶରେ ମୋଟ ୪୨.୯ କୋଟି ନମୁନା ପରୀକ୍ଷା

ରାଜ୍ୟରେ ଗତକାଲି ଦିନକରେ ୫୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ;ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୧

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ନୂଆ ୨୩୩୪ ଜଣ ସଂକ୍ରମିତ ଚିହ୍ନଟ; ସଂଗରୋଧରୁ ୧୩୪୨ ଏବଂ ସ୍ଥାନୀୟ ସଂକ୍ରମିତ ୯୯୨
ରାଜ୍ୟରେ ମୋଟ ୯୦୬୫୧୯ ଜଣ ସୁସ୍ଥ  ; ସଂପ୍ରତି ଓଡ଼ିଶାରେ ୨୬୩୬୪ ଜଣ ସକ୍ରିୟ ସଂକ୍ରମିତ

ପର୍ୟ୍ୟଟନ ସ୍ଥଳୀରେ ଭୂତାଣୁକୁ ଖୋଲା ନିମନ୍ତ୍ରଣ ; ଗତ ୨-୪ ଦିନ ହେବ ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶର ପ୍ରମୁଖ ପର୍ୟ୍ୟଟନ କେନ୍ଦ୍ରଗୁଡିକରେ ପର୍ୟ୍ୟଟକଙ୍କ ଭିଡ

ମହାରାଷ୍ଟ୍ର, କେରଳରେ ତୃତୀୟ ଲହରର ସୂଚନା

ଫୋନ୍‌ ଧରୁନାହାନ୍ତି ରାଷ୍ଟ୍ରପତି ବାଇଡେନ୍‌ ; ଇମ୍ରାନ ଚିନ୍ତିତ
କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ କଡ ତୁରୁମୁଙ୍ଗା ବଜାର ର ଝାରବେଡାରେ ପୋଷାକ ଦୋକାନରେ ଅଗ୍ନିକାଣ୍ଡ ; ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ

ଜିଲା ଶିଶୁ ସୁରକ୍ଷା ଶାଖା ସୁନ୍ଦରଗଡ଼-ଏସଓଏସ ଚିଲଡ୍ରେନ୍ସ ଭିଲେଜ ବୁଝାମଣା ପତ୍ର ସ୍ୱାକ୍ଷରିତ

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories