www.samajalive.in
Saturday, December 6, 2025
19.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

୧. ରଥକୁ ବିଜେ ଆଜ୍ଞାମାଳ, ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ତିନି ରଥ
୨. ଖୋଲିଲା ହୀରାକୁଦ ଜଳ ଭଣ୍ଡାର, ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
୩. ଦେଶରେ ୨୪ ଘଣ୍ଟାରେ ଆଉ ୪୧ ହଜାର ୫୦୬ ନୂଆ କରୋନା ସଂକ୍ରମିତ ଚିହ୍ନଟ
୪. ଚିକିତ୍ସାଧୀନ ଅବସ୍ଥାରେ ଦେଶରେ ଆଉ ୮୯୫ ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪,୦୮,୦୪୦
୫. ଦେଶରେ ୪୧,୫୨୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୯,୭୫,୦୬୪ ସୁସ୍ଥ
୬. ଦିନକରେ ୬୫ କରୋନା ଆକ୍ରାନ୍ତ ମୃତ, କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି
୭. ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪ ଜଣ ପ୍ରାଣ ହରାଇଥିବା ବେଳେ ବରଗଡ, କେନ୍ଦୁଝର ଓ ପୁରୀ ଜିଲାରେ ୬ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି
୮. ରାଜ୍ୟରେ ଗୋଟିଏ ଦିନରେ ୩୨୨୦ ଜଣ କରୋନାରୁ ସୁସ୍ଥ, ୨୫୪୬୨ ଜଣ ସକ୍ରିୟ ସଂକ୍ରମିତ
୯. ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮୨ ନୂଆ ସଂକ୍ରମିତ, ସଂଗରୋଧରୁ ୧୩୧୫ ଓ ସ୍ଥାନୀୟ ଅଂଚଳରୁ ୯୬୭, ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୩୯୭୫୧କୁ ବୃଦ୍ଧି
୧୦. ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫୯୨ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୮୯, ବାଲେଶ୍ୱର ୧୪୬, ମୟୁରଭଞ୍ଜରୁ ୧୪୧, ପୁରୀରୁ ୧୨୭, ଷ୍ଟେଟପୁଲରୁ ୧୧୭ ଓ ଯାଜପୁର ୧୧୧ ଜଣ ଚିହ୍ନଟ

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories