www.samajalive.in
Sunday, December 7, 2025
14.1 C
Bhubaneswar

ଦିନ ୪ଟା ମୁଖ୍ୟ ଖବର

-ଲକ୍ଷ୍ନୌର କାକୋରୀ ଅଞ୍ଚଳରୁ ୨ ସନ୍ଦିଗ୍ଧ ଅଲକାଏଦା ଆତଙ୍କୀ ଗିରଫ; ପ୍ରେସର ବୋମା ଓ ଅସ୍ତ୍ରଶସ୍ତ୍ର ଜବତ

-ମାଓବାଦୀଙ୍କ ଗୁଳିରେ ଆହତ ୨ ଯବାନଙ୍କୁ ଭେଟିଲେ ପୁଲିସ ଡିଜି ଅଭୟ

- Advertisement -

କର୍ଣ୍ଣାଟକର ୧୯ତମ ରାଜ୍ୟପାଳ ଭାବେ ଶପଥ ନେଲେ ଥାୱରଚାନ୍ଦ ଗେହଲଟ୍

ପର୍ଯ୍ୟଟକଙ୍କ ମନ ଜିଣିବେ ସରକାର, ବର୍ଷ ଶେଷ ସୁଦ୍ଧା ରାଜ୍ୟର ୧୦୦ଟି ସ୍ଥାନରେ ହେବ ବୋଟିଂ ସେବା

ପୁରୀରେ ଆଜି ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ଯାଏଁ ଜାରି କର୍ଫ୍ୟୁ

-ରଥକୁ ବିଜେ ଆଜ୍ଞାମାଳ, ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ତିନି ରଥ

-ଖୋଲିଲା ହୀରାକୁଦ ଜଳ ଭଣ୍ଡାର, ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ

-ଦେଶରେ ୨୪ ଘଣ୍ଟାରେ ଆଉ ୪୧ ହଜାର ୫୦୬ ନୂଆ କରୋନା ସଂକ୍ରମିତ ଚିହ୍ନଟ

-ଚିକିତ୍ସାଧୀନ ଅବସ୍ଥାରେ ଦେଶରେ ଆଉ ୮୯୫ ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪,୦୮,୦୪୦

-ଦେଶରେ ୪୧,୫୨୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୯,୭୫,୦୬୪ ସୁସ୍ଥ

-ଦିନକରେ ୬୫ କରୋନା ଆକ୍ରାନ୍ତ ମୃତ, କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି

-ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪ ଜଣ ପ୍ରାଣ ହରାଇଥିବା ବେଳେ ବରଗଡ, କେନ୍ଦୁଝର ଓ ପୁରୀ ଜିଲାରେ ୬ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି

-ରାଜ୍ୟରେ ଗୋଟିଏ ଦିନରେ ୩୨୨୦ ଜଣ କରୋନାରୁ ସୁସ୍ଥ, ୨୫୪୬୨ ଜଣ ସକ୍ରିୟ ସଂକ୍ରମିତ

-୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮୨ ନୂଆ ସଂକ୍ରମିତ, ସଂଗରୋଧରୁ ୧୩୧୫ ଓ ସ୍ଥାନୀୟ ଅଂଚଳରୁ ୯୬୭, ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୩୯୭୫୧କୁ ବୃଦ୍ଧି

-ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫୯୨ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୮୯, ବାଲେଶ୍ୱର ୧୪୬, ମୟୁରଭଞ୍ଜରୁ ୧୪୧, ପୁରୀରୁ ୧୨୭, ଷ୍ଟେଟପୁଲରୁ ୧୧୭ ଓ ଯାଜପୁର ୧୧୧ ଜଣ ଚିହ୍ନଟ

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories