www.samajalive.in
Saturday, December 6, 2025
26.1 C
Bhubaneswar

ଦିନ ୧୦ଟା – ମୁଖ୍ୟ ଖବର

ରାଜ୍ୟରେ ଆଜି ଠାରୁ ଆରମ୍ଭ ଆଂଶିକ ତାଲାବନ୍ଦ ; ସମସ୍ତ ଜିଲାରେ ଗଡିବ ବସ ; କଟକଣା କଡାକଡି ଭାବେ କରାଯିବ ପାଳନ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଖୁବ୍‌ଶୀଘ୍ର ଦିଲ୍ଲୀ ଗସ୍ତ ; ଦିଲ୍ଲୀ ଗସ୍ତ ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବେ

- Advertisement -

ବଢୁଛି ଡ୍ରୋନ ଆତଙ୍କ; ସାମ୍ବା ଓ ଜମ୍ମୁରେ ଠାବ ହେଲା ଆଉ ୪ଟି ଡ୍ରୋନ

ଅଲିମ୍ପିକ୍‌ସ: ଜୁଲାଇ ୩୦ରେ ଦୌଡ଼ିବେ ଦୂତି

ସର୍ବୋଚ୍ଚ ଅଦାଲତଙ୍କ ପ୍ରଶ୍ନ, ଦେଶଦ୍ରୋହ ଆଇନ ଯର୍ଥାଥ କି?

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୯୪୯ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଗୋଟିଏ ଦିନରେ ୪୦,୦୨୬ ଜଣ କରୋନାରୁ ସୁସ୍ଥ ; ମୋଟ ୩,୦୧,୮୩,୮୭୬ ଜଣ ଆରୋଗ୍ୟଲାଭ କରିସାରିଛନ୍ତି

ଆରୋଗ୍ୟ ହାର ୯୭.୨୮% ; ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୨୨

ଦୈନିକ ସଂକ୍ରମଣ ହାର ୧.୯୯% , ସାପ୍ତାହିକ ସଂକ୍ରମଣ ହାର ୨.୧୪%

ଏପର୍ୟ୍ୟନ୍ତ ମୋଟ ୪୪ କୋଟି କୋଭିଡ ନମୁନା ପରୀକ୍ଷା

୩୯.୫୩ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି

ରାଜ୍ୟରେ ଆଉ ୬୪ କରୋନା ସଂକ୍ରମିତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୨୨ ମୃତ ; କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୨୫

ରାଜ୍ୟରେ ଆଉ ୨୦୭୦ କରୋନା ସଂକ୍ରମିତ ଚିହ୍ନଟ ; ସଂଗରୋଧରୁ ୧୧୯୫ ଏବଂ ସ୍ଥାନୀୟ ସଂକ୍ରମିତ ୮୭୫
ରାଜ୍ୟରେ ମୋଟ ୯୨୩୨୦୯ ଜଣ ସୁସ୍ଥ ; ରାଜ୍ୟରେ ସଂପ୍ରତି ୨୧୭୪୨ ଜଣ ସକ୍ରିୟ ସଂକ୍ରମିତ

ଆବାସ ଯୋଜନାରେ ପଶ୍ଚିମାଞ୍ଚଳକୁ ଉପେକ୍ଷା ଅଭିଯୋଗ : ବିଜେପିର ଆରଡିସି କାର୍ୟ୍ୟାଳୟ ଘେରାଉ

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories