www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୮୨ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୨୫୮ ଏବଂ ସ୍ଥାନୀୟ ସଂକ୍ରମିତ ୯୨୪ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୯, ବାଲେଶ୍ୱର ୧୬୧, ବରଗଡ ୧୫, ଭଦ୍ରକ ୭୬, ବଲାଙ୍ଗିରରୁ ୪ ଜଣ ଚିହ୍ନଟ ହୋଇଛନ୍ତି।

ସେହିଭଳି ବଉଦରୁ ୬, କଟକ ୩୦୮, ଦେବଗଡ ୧, ଢେଙ୍କାନାଳ ୭୦, ଗଜପତି ୪, ଗଞ୍ଜାମ ୩, ଜଗତସିଂହପୁରରୁ ୮୬ ଚିହ୍ନଟ ହୋଇଛନ୍ତି। ଯାଜପୁରରୁ ୧୭୫, ଝାରସୁଗୁଡାରୁ ୯, କଳାହାଣ୍ଡିରୁ ୧୩, କନ୍ଧମାଳ ୧୪, କେନ୍ଦ୍ରାପଡା ୫୫ ଓ କେନ୍ଦୁଝର ଜିଲାରୁ ୪୪ ଜଣଙ୍କୁ ଚିହ୍ନଟ କରାଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫୧୦, କୋରାପୁଟ ୨୮, ମାଲକାନାଗିରି ୨୫, ମୟୁରଭଞ୍ଜ ୯୨, ନବରଙ୍ଗପୁର ୧୬, ନୟାଗଡ ୭୫, ନୂଆପଡା ୨, ପୁରୀ ୯୪, ରାୟଗଡା ୨୨, ସମ୍ବଲପୁର ୨୪, ସୋନପୁର ୧୩, ସୁନ୍ଦରଗଡ ୫୪ ଏବଂ ଷ୍ଟେଟପୁଲରୁ ୯୩ ଚିହ୍ନଟ ହୋଇଛନ୍ତି।

- Advertisement -

ରାଜ୍ୟରେ ଆଉ ୨୩୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୪୯୮୮୫୩୧ ନମୁନା ପରୀକ୍ଷା କରାଯାଇସାରିଛି। ସେମାନଙ୍କ ମଧ୍ୟରୁ ୯୫୨୧୧୧ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମୋଟ ୯୨୫୫୨୬ ସୁସ୍ଥ ହୋଇସାରିଛନ୍ତି। ରାଜ୍ୟରେ ସଂପ୍ରତି ୨୧୫୪୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories