www.samajalive.in
Saturday, December 13, 2025
26.1 C
Bhubaneswar

୨୪ ଘଣ୍ଟାରେ ୩୮,୦୭୯ ନୂଆ ସଂକ୍ରମିତ ଦେଶରେ ଚିହ୍ନଟ; ୫୬୦ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୦୭୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକରେ ୫୬୦ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଦିନକରେ ଦେଶରେ ୪୨,୧୨,୫୫୭ ପାନ ଟିକା ଦିଆଯାଇଛି। ଏଥିସହିତ ଗତକାଲି ସଂଧ୍ୟା ସୁଦ୍ଧା ମୋଟ ୩୯,୯୬,୯୫,୮୭୯ ପାନ ଟିକା ଦିଆଯାଇସାରିଛି।

ଦେଶରେ ୪,୨୪,୦୨୫ ସକ୍ରିୟ ସଂକ୍ରମିତ ରହିଛନ୍ତି। ଏଥିସହିତ ମୋଟ ୩,୦୨,୨୭,୭୯୨ ସୁସ୍ଥ ହୋଇସାରିଛନ୍ତି। ଦେଶରେ ମୋଟ ମୃତ୍ୟୁସଂଖ୍ୟା ୪,୧୩,୦୯୧କୁ ବୃଦ୍ଧିପାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories