www.samajalive.in
Wednesday, December 10, 2025
16.1 C
Bhubaneswar

ଅଭିନେତାରୁ ପ୍ରଯୋଜକ: ବିଦ୍ୟୁତ ଜାମୱାଲଙ୍କ ପ୍ରଡକ୍ସନ ହାଉସର ପ୍ରଥମ ଫିଲ୍ମ ‘ଆଇବି-୭୧’

ମୁମ୍ବଇ: ବଲିଉଡ଼ ଅଭିନେତା ବିଦ୍ୟୁତ ଜାମୱାଲ ପ୍ରଯୋଜନା କ୍ଷେତ୍ରରେ ପାଦ ଥାପିଛନ୍ତି। ନିଜର ପ୍ରଡକ୍ସନ ହାଉସ ଆକ୍ସନ ହୀରୋ ବ୍ୟାନରରେ ପ୍ରଥମ ଚଳଚ୍ଚିତ୍ର ‘ଆଇବି-୭୧’ ନାମକ ଚଳଚ୍ଚିତ୍ରର ଘୋଷଣା କରିଛନ୍ତି। ଏହି ଫିଲ୍ମରେ ଟି-ସିରିଜ ଓ ରିଲାୟନ୍ସ ଏଣ୍ଟରଟେନମେଣ୍ଟ ତାଙ୍କ ପାର୍ଟନର ରହିଛନ୍ତି । ଏହି ଥ୍ରୀଲର ଫିଲ୍ମକୁ ରାଷ୍ଟ୍ରୀୟ ପୁରସ୍କାର ପ୍ରାପ୍ତ ଗାଜିର ନିର୍ଦ୍ଦେଶକ ସଙ୍କଳ୍ପ ରେଡ୍ଡୀ ନିର୍ଦ୍ଦେଶନା ଦେବେ ।

ବିଦ୍ୟୁତ ଏଥିରେ ଜଣେ ଗୋଇନ୍ଦା ଅଧିକାରୀ ଭୂମିକାରେ ଅଭିନୟ କରିବେ। ଏହା ଏକ ସତ୍ୟ ଘଟଣା ଉପରେ ଆଧାରିତ। କିପରି ମହାନ ଗୋଇନ୍ଦା ଅଧିକାରୀମାନେ ପାକିସ୍ତାନକୁ ନାକେଦମ କରିଥିଲେ ତାହା ଏଥିରେ ଦେଖିବାକୁ ମିଳିବ। ଆଦିତ୍ୟ ଶାସ୍ତ୍ରୀ ଏହାର କାହାଣୀ ରଚନା କରିଛନ୍ତି। ୨୦୨୧ ଶେଷ ଭାଗରେ ଫିଲ୍ମର ଶୁଟିଂ ଆରମ୍ଭ ହେବ ବୋଲି ବିଦ୍ୟୁତ ଘୋଷଣା କରିଛନ୍ତି ।

- Advertisement -

 

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories