www.samajalive.in
Saturday, December 6, 2025
23.1 C
Bhubaneswar

୨୪ ଘଣ୍ଟାରେ ୫୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୧୯ ମୃତ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୫୬ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ସୁନ୍ଦରଗଡ ଜିଲାରୁ ୮ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ବରଗଡ ଓ ମୟୁରଭଞ୍ଜ ଜିଲାରୁ ୬ ଜଣ ଲେଖାଏଁ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦ୍ରାପଡା, କେନ୍ଦୁଝର ଏବଂ ପୁରୀ ଜିଲାରେ ୩ ଜଣ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ମାଲକାନଗିରିରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ଦେବଗଡ ଓ ଗଞ୍ଜାମ ଜିଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ଜୀବନ ଯାଇଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧିପାଇଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories