www.samajalive.in
Sunday, December 14, 2025
17.1 C
Bhubaneswar

ଗୁରୁବାର ରାଶିଫଳ ୨୨.୦୭.୨୦୨୧

ମେଷ

ପୂଜାର୍ଚ୍ଚନାରେ ନିୟୋଜିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ।

- Advertisement -

ବୃଷ

ସେତେଟା ସୁଖ ମିଳିବା କଷ୍ଟସାଧ୍ୟ ହେବ। ସ୍ବାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟରୁ ଲାଭ ମିଳିବ। ସର୍ଦି-କଫରେ ପୀଡ଼ିତ ହୋଇପାରନ୍ତି। ଜଳଯାତ୍ରା ମନା। ଅଷ୍ଟମ ଚନ୍ଦ୍ର ହେତୁ ସର୍ତକ ରହିବେ।

ମିଥୁନ

ବନ୍ଧୁ ମିଳନରେ ନିଜର ସ୍ଥିତିକୁ ଦୃଢ଼ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀଭାବେ ନିଜର ପରିଚୟ ସୃଷ୍ଟି କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ।

କର୍କଟ

ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ। ମାନ୍ଦାଗ୍ନି କଷ୍ଟ ଉପୁଜିପାରେ।

ସିଂହ

ଆଲୋଚନା ମାଧ୍ୟମରେ କାର୍ଯ୍ୟ ଫଳପ୍ରଦ ହେବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ପତ୍ନୀ ସୁଶୀଳା ଓ ଆଜ୍ଞାକାରିଣୀ ହେବେ। ବ୍ୟବସାୟ ସମେତ ଆର୍ଥିକ ସ୍ରୋତ ବୋହିବ।

କନ୍ୟା

ନିରାଧାରା ହୋଇପାରନ୍ତି। ଦାନଧର୍ମକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି। କୃଷିକର୍ମ ଉପରେ ଯତ୍ନବାନ୍‌ ହେବେ। ବିକଶିତ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ଯାନବାହନ ସୁଖ ମିଳିବ।

ତୁଳା

ସୁଖସନ୍ତୋଷ ଯୁକ୍ତ ହେବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ସୁଖ ମିଳିବ।

ବିଛା

ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବଯୁକ୍ତ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟା ପ୍ରେମୀ ହେବେ। ଦାମ୍ପତ୍ୟ ଓ ପାରିବାରିକ ଜୀବନ ସୁଖପ୍ରଦ ହେବ। ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ।

ଧନୁ

ଚାପର ବଶବର୍ତ୍ତୀ ନ ହୋଇ ସ୍ବାଧୀନ ଭାବେ କାର୍ଯ୍ୟ କରିବେ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଠିକ୍‌ ଚାଲିବ।

ମକର

ପଥରୋଧର ସମ୍ମୁଖୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଥଣ୍ଡାରେ ଆକ୍ରାନ୍ତ ହୋଇପାରନ୍ତି। ଏକାନ୍ତବାସ ପାଇଁ ଇଚ୍ଛାକରି ପାରନ୍ତି। ଚକ୍ଷୁ ଯନ୍ତ୍ରଣା ପାଇଁ ଖର୍ଚ୍ଚାନ୍ତ ହେବେ। ମଧୁର କଥାରେ ପ୍ରିୟତା ଅର୍ଜନ କରିପାରନ୍ତି।

କୁମ୍ଭ

ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଯାନବାହନ ସୁଖ ରହିିଛି।

ମୀନ

ସାଧନା ଫଳବତୀ ହେବ। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories