www.samajalive.in
Saturday, December 6, 2025
19.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ରାଜ୍ୟରେ ୨୪ ଘଣ୍ଟାରେ ୧୯୪୮ ନୂଆ କରୋନା ସଂକ୍ରମିତ ଚିହ୍ନଟ

ସଂଗରୋଧରୁ ୧୧୨୦ ଏବଂ ସ୍ଥାନୀୟ ସଂକ୍ରମିତ ୮୨୮ ଜଣ

- Advertisement -

ଦିନରେ ୧୯୪୩ ଜଣ କରୋନା ରୋଗୀ ସୁସ୍ଥ ; ରାଜ୍ୟରେ ସଂପ୍ରତି ୧୯୬୨୩ ଜଣ ସକ୍ରିୟ

ଓଡ଼ିଶାରେ ଦିନକରେ ୬୭ କରୋନା ରୋଗୀଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ୨୦

ରାଜ୍ୟରେ କରୋନା ଜନିତ ମୃତ୍ୟୁ ୫୩୦୮

ରାଜସ୍ଥାନରେ ପୁଣି ଭୂକମ୍ପ ଝଟକା ; ରିକ୍ଟର ସ୍କେଲରେ ତିବ୍ରତା ୪.୮

ବିଜେପିକୁ ହଟାଇବା ପର୍ୟ୍ୟନ୍ତ ‘ଖେଳ ହେବ’: ମମତା

ଦେଶରେ ଆଉ ୪୧,୩୮୩ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ

ଦିନକ ମଧ୍ୟରେ ୩୮,୬୫୨ ଜଣ କରୋନାରୁ ସୁସ୍ଥ ; ବୁଧବାର ସଂଧ୍ୟା ସୁଦ୍ଧା ମୋଟ ୩,୦୪,୨୯,୩୩୯ ଜଣ କରୋନା ରୋଗୀ ସୁସ୍ଥ

ଦେଶରେ ୪,୦୯,୩୯୪ ଜଣ ସକ୍ରିୟ କରୋନା ରୋଗୀ

ଦେଶରେ ଦୈନିକ ସଂକ୍ରମଣ ହାର ୨.୪୧% ଏବଂ ସାପ୍ତାହିକ ହାର ୨.୧୨%

ଦେଶରେ ୪୫.୦୯ କୋଟି ନମୁନା ପରୀକ୍ଷା

ଦେଶରେ କରୋନରୁ ଆରୋଗ୍ୟ ହାର ୯୭.୩୫%

ଗତକାଲି ସଂଧ୍ୟା ସୁଦ୍ଧା ମୋଟ ୪୧.୭୮ କୋଟି ପାନ ଟିକା

ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ ହେବେ ୭୦୦ ଶିକ୍ଷକ, ଅଗଷ୍ଟ ୭ରେ ସାକ୍ଷାତ୍‌କାର

ପାକିସ୍ତାନର ପୂର୍ବତନ କୂଟନୀତିଜ୍ଞଙ୍କ ଝିଅକୁ ହତ୍ୟା

ଆଇସିସି ଦିନିକିଆ ବ୍ୟାଟିଂ ମାନ୍ୟତା, କୋହଲି ୨ୟରେ ସ୍ଥିର; ଧାୱନ ୧୬କୁ ଉଠିଲେ

ଆଜିଠାରୁ ଯନ୍ତର ମନ୍ତରରେ କୃଷକଙ୍କ ବିକ୍ଷୋଭ; ସୁରକ୍ଷା ବ୍ୟବସ୍ଥା କଡାକଡି

ଟୋକିଓ ଅଲିମ୍ପିକ୍‌ସ: ହାନ୍ନା ବୟୋଜ୍ୟେଷ୍ଠ; ଜାଜା ସର୍ବକନିଷ୍ଠ

ଶ୍ରୀଲଙ୍କା ବିପକ୍ଷରେ ୨ୟ ଦିନିକିଆରେ ବିଜୟୀ ହୋଇ ଭାରତର ବିଶ୍ୱ ରେକର୍ଡ

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories