www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଫେସର ସନ୍ତୋଷ ତ୍ରିପାଠୀ ଫକୀର ମୋହନ ବିଶ୍ବବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ନିଯୁକ୍ତି ପାଇଛନ୍ତି। ଗୁରୁବାର ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ୪ ବର୍ଷ ପାଇଁ ତାଙ୍କୁ ଫକୀର ମୋହନ ବିଶ୍ବବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି।

ଉତ୍କଳ ବିଶ୍ବବିଦ୍ୟାଳୟର କାର୍ମିକ ପରିଚାଳନା ଓ ଶୈଳ୍ପିକ ପରିଚାଳନା ବିଭାଗ(ପିଏମ୍‌ଆଇଆର) ବିଭାଗରେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ କାର୍ଯ୍ୟ କରୁଥିଲେ। ତାଙ୍କର ୩୦ ବର୍ଷରୁ ଊର୍ଦ୍ଧ୍ବ ଶିକ୍ଷାଦାନ ଅଭିଜ୍ଞତା ରହିଛି। ପ୍ରଫେସର ତ୍ରିପାଠୀଙ୍କ ଅଧୀନରେ ୧୭ଜଣ ଛାତ୍ରଛାତ୍ରୀ ପିଏଚଡି  କରିଛନ୍ତି। ସେହିପରି ୪୦ଜଣ ଏମଫିଲ୍‌ ଛାତ୍ରଛାତ୍ରୀଙ୍କୁ ସେ ମାର୍ଗଦର୍ଶନ କରିଛନ୍ତି।  ସେ ୧୦ଟି ପୁସ୍ତକ ଲେଖିଥିବାବେଳେ ତାଙ୍କର ଦ୍ବାରା ଲିଖିତ ଗବେଷଣାତ୍ମକ ନିବନ୍ଧ ବହୁ ଜାତୀୟ ଓ ଅନ୍ତର୍ଜାତୀୟ ଜର୍ଣ୍ଣାଲରେ ପ୍ରକାଶିତ ହୋଇଛି ଏବଂ ସେସବୁ ପାଠକୀୟ ଆଦୃତି ଲାଭ କରିଛି।

- Advertisement -

 

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories