www.samajalive.in
Sunday, December 7, 2025
26.1 C
Bhubaneswar

ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ; ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ଜେରା

ବ୍ରହ୍ମପୁର : ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଆଜି ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ଜେରା କରାଯାଇଛି। ଆଜି ପ୍ରାୟ ଦିନ ୧୧ଟାରେ ପାରଳାଖେମୁଣ୍ଡି ସ୍ଥିତ ଡିଏଫଓଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କୁ ଜେରା କରିଛନ୍ତି ପୁଲିସ । ଏହାପରେ କ୍ରାଇମବ୍ରାଞ୍ଚ ଟିମ ମଧ୍ୟ ତାଙ୍କୁ ଜେରା କରିଛନ୍ତି। ଏଯାଏଁ ତଦନ୍ତ ପରିସର ଭୁକ୍ତ ରହିଛି। ସମସ୍ତ ଦିଗକୁ ତଦନ୍ତ କରାଯିବ ସହ ଧ୍ୟାନ ଦିଆଯାଉଛି। ତଦନ୍ତ ଜାର ରହିଛି ବୋଲି ତଦନ୍ତ ଅଧିକାରୀ କହିଛନ୍ତି।
ଡ଼ିଏଫଓ ସଂଗ୍ରାମ କେଶରୀ ବେହେରା ଙ୍କୁ କ୍ରାଇମ୍ ବ୍ରାଞ୍ଚ ଟିମ ମୁଖ୍ୟ ଡ଼ିଏସପି ବିଜୟ କୁମାର ମଲ୍ଲିକ ଏବଂ ପାରଳାଖେମୁଣ୍ଡି ଥାନା ଅଧିକାରୀ ତଥା ତଦନ୍ତକାରି ଅଧିକାରୀ ବିବେକାନନ୍ଦ ସ୍ୱାଇଁଙ୍କ ମିଳିତ ଭାବେ ଘଣ୍ଟା ଘଣ୍ଟା ରୁ ଉର୍ଦ୍ଧ ସମୟ ଜେରା କରିଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories