www.samajalive.in
Tuesday, December 9, 2025
23.1 C
Bhubaneswar

ଦୁର୍ଘଟଣାରେ ଗୁରୁତରଙ୍କ ମୃତ୍ୟୁ

ପାଟଣା : ଗତ ମଙ୍ଗଳବାର ସନ୍ଧ୍ୟାରେ ଖିରେଇଟାଙ୍ଗୀରି ନିକଟରେ ଏକ ଟ୍ରକ୍ ରେ ପିଟି ହୋଇ ବାଇକ୍ ଚାଳକ ପଶ୍ଚିମବଙ୍ଗ ବାସିନ୍ଦା ତଥା ବାଲେଶ୍ବର ର ଏକ କମ୍ପାନୀ ରେ କାର୍ୟ୍ୟ କରୁଥିବା ସୁମନ ଜାନା (୨୬) ଙ୍କ ର ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ହୋଇଥିବା ପିପିଲି ର ହିମାଂଶୁ ଶେଖର ବାହିନୀ ପତି ଙ୍କୁ ପ୍ରଥମେ କେନ୍ଦୁଝର ଓ ସେଠାରୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଗତ କାଲି ଚିକିତ୍ସାଧୀନ ଅବସ୍ଥାରେ ହିମାଂଶୁ ଙ୍କ ର ମୃତ୍ୟୁ ଘଟିଥିବା ତୁରୁମୁଙ୍ଗା ଥାନାଧିକାରୀ ବୈଦ୍ୟନାଥ ସାହୁ ଙ୍କ ଠାରୁ ସୂଚନା ମିଳିଛି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories