www.samajalive.in
Tuesday, December 9, 2025
26.1 C
Bhubaneswar

ଟୋକିଓ ଅଲିମ୍ପିକ୍ସରେ ଭାରତକୁ ମିଳିଲା ପ୍ରଥମ ପଦକ, ରୌପ୍ୟ ଜିତିଲେ ମୀରାବାଈ ଚାନୁ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ଭାରତର ପଦକ ଅଭିଯାନ ଆରମ୍ଭ ହୋଇଛି। ଭାରତ ପାଇଁ ରୌପ୍ୟ ପଦକ ଜିତିଛନ୍ତି ମୀରା ବାଈ ଚାନୁ। ୪୯ କେଜି ଭାରୋତ୍ତୋଳନ ବର୍ଗରେ ତାଙ୍କୁ ମିଳିଛି ରୌପ୍ୟ ପଦକ। ଦୀର୍ଘ ୨୧ ବର୍ଷ ପରେ ଭାରୋତ୍ତୋଳନରେ ଭାରତ ପାଇଁ ପଦକ ଜିତି ରେକର୍ଡ଼ କରିଛନ୍ତି ମଣିପୁରର ୨୬ ବର୍ଷୀୟା ଚାନୁ। ସ୍ନାଚରେ ୮୭ ଓ କ୍ଲିନ୍‍ ଆଣ୍ଡ ଜର୍କରେ ୧୧୫ କେଜି ଉଠାଇଛନ୍ତି ଚାନୁ।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories