www.samajalive.in
Monday, December 8, 2025
24.1 C
Bhubaneswar

ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା ଫଳ: ବିନା ପରୀକ୍ଷାରେ ପାସ୍‌ ହାର ୯୯%

ନୂଆଦିଲ୍ଲୀ: ଚଳିତ ବର୍ଷର ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ପୂର୍ବ ​‌ଘୋଷଣା ମୁତାବକ ଦିନ ୩ଟାରେ ରେଜଲ୍ଟ ପ୍ରକାଶ ପାଇଛି। ଛାତ୍ରଛାତ୍ରୀ results.cisce.org ୱେବସାଇଟରେ ନିଜ ଫଳାଫଳ ଦେଖିପାରିବେ। କରୋନା ପାଇଁ ଚଳିତ ବର୍ଷ ପରୀକ୍ଷା ହୋଇ ନ ଥିବା ବେଳେ ଉଭୟ ଶ୍ରେଣୀରେ ପାସ୍‌ ହାର ୯୯%ରୁ ଅଧିକ ରହିଛି। ରାଜ୍ୟରେ ୧୦ମ ଶ୍ରେଣୀର ପାସ୍‌ ହାର ୯୯.୯୮% ରହିଥିବା ବେଳେ ଦ୍ୱାଦଶ ଶ୍ରେଣୀର ୯୯.୮୩% ପାସ୍‌ ହାର ରହିଛି।

ସୂଚନାଯୋଗ୍ୟ, ମହାମାରୀ କରୋନା ପାଇଁ ଚଳିତ ବର୍ଷ ବୋର୍ଡ ପରୀକ୍ଷା ହୋଇନାହିଁ। ଇଣ୍ଟରନାଲ ପରୀକ୍ଷା ନମ୍ବର ଅନୁଯାୟୀ ପିଲାମାନଙ୍କୁ ମାର୍କ ଦିଆଯାଇଛି।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories