www.samajalive.in
Monday, December 8, 2025
27.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ସମ୍ବଲପୁର ସହରରେ ଯୁବକଙ୍କୁ ବିଭତ୍ସ ହତ୍ୟା

ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ; ଜୁଲାଇ ୨୮ରୁ ୩୦ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

- Advertisement -

ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରୁ ହଟିବନି ଘୋଡା ; ଘୋଡା ହଟାଇବାକୁ ନେଇ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିଥିବା ସୂଚନା , ସ୍ମାର୍ଟସିଟି ପ୍ରକଳ୍ପ କାରଣରୁ ଘୋଡା ହଟାଇବା ଥିଲା ଜରୁରୀ

ଓଡ଼ିଶାରେ ଦିନକ ମଧ୍ୟରେ ୧୬୨୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୯୩୯ ଏବଂ ସ୍ଥାନୀୟ ସଂକ୍ରମିତ ୬୯୦

ରାଜ୍ୟରେ ଆଉ ୬୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ସୁନ୍ଦରଗଡରୁ ସର୍ବାଧିକ ୧୪

ମୋଟ ୯୪୭୩୮୧ ଜଣ କରୋନା ରୋଗୀ ସୁସ୍ଥ  ; ରାଜ୍ୟରେ ସଂପ୍ରତି ୧୭୭୪୬ ଜଣ ସକ୍ରିୟ ସଂକ୍ରମିତ

ଓଡ଼ିଶାରେ ମୋଟ ୧୫୭୧୮୮୯୦ କୋଭିଡ ନମୁନା ପରୀକ୍ଷା କରାଯାଇସାରିଛି

ବିମାନ ଦୁର୍ଘଟଣାରେ ମୃତ ଆଶଙ୍କା କରାଯାଉଥିବା ବ୍ୟକ୍ତି ୪୫ ବର୍ଷ ପରେ ଫେରିଲେ

ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ତିବତ ଗସ୍ତ ଭାରତ ପାଇଁ ବିପଦ- ଆମେରିକା କଂଗ୍ରେସ ସଦସ୍ୟ

‘ତୃତୀୟ ଲହର ଆଶଙ୍କାକ୍ଷୀଣ ’ ; ଗଜପତିରେ ସଂକ୍ରମଣ ଶୂନ୍

ଦେଶରେ ଦୈନିକ କରୋନା ସଂକ୍ରମଣ ଦୀର୍ଘ ୧୩୨ ଦିନ ପରେ ଦୈନିକ ସଂକ୍ରମଣ ହାର ହ୍ରାସ

୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ ୨୯,୬୮୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ

ଏଥିସହିତ ସେହି ସମୟ ମଧ୍ୟରେ ୪୨,୩୬୩ ଜଣ କରୋନା ରୋଗୀ ସୁସ୍ଥ ; ଆରୋଗ୍ୟ ଲାଭ କରିବା ହାର ୯୭.୩୯%

ସୋମବାର ସୁଦ୍ଧା ଦେଶରେ ମୋଟ ୪୫.୯୧ କୋଟି ନମୁନା ପରୀକ୍ଷା

ଦୈନିକ ସଂକ୍ରମଣ ହାର ୧.୭୩% ଏବଂ ସାପ୍ତାହିକ ସଂକ୍ରମଣ ୨.୩୩%

ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୪ ଲକ୍ଷ ତଳକୁ ଖସି ୩,୯୮,୧୦୦ରେ ପହଞ୍ଚିଛି, ଯାହା ୧୨୪ ଦିନ ମଧ୍ୟରେ ସବୁଠାରୁ କମ୍‍
ସୋମବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୪୪.୧୯ କୋଟି ପାନ ଟିକା ଦିଆଯାଇସାରିଛି

କାବୁଲରେ ଭାରତର ରାଷ୍ଟ୍ରଦୂତଙ୍କୁ ଭେଟିଲେ ଆଫଗାନ ପ୍ରତିନିଧି; ଶାନ୍ତି ପ୍ରକ୍ରିୟା ଉପରେ ଆଲୋଚନା

ପାକ ଅଧିକୃତ କାଶ୍ମୀର ନିର୍ବାଚନରେ ବ୍ୟାପକ ଜାଲିଆତି; ପାକିସ୍ତାନ ସୈନ୍ୟ ବାହିନୀ ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ

ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ଦୁଇଦିନିଆ ଭାରତ ଗସ୍ତ ; ଭାରତ-ଆମେରିକା ଦ୍ୱିପାକ୍ଷିକ ସମ୍ପର୍କ ବିଷୟରେ ହେବ ଆଲୋଚନା
ମୀରାବାଈଙ୍କୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ନିଯୁକ୍ତି

ଆସାମ- ମିଜୋରାମ ସୀମାରେ ହିଂସା : ୬ ପୁଲିସ ମୃତ, ୫୦ ଆହତ ; ଶାହାଙ୍କ ହସ୍ତକ୍ଷେପ ଲୋଡିଲେ ଦୁଇ ମୁଖ୍ୟମନ୍ତ୍ରୀ

କୁନ୍ଦ୍ରାଙ୍କ କାନପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟ ଜବତ ; ସାକ୍ଷୀ ପାଲଟିଲେ କୁନ୍ଦ୍ରାଙ୍କ କର୍ମଚାରୀ:‘ଆପ୍‌ରେ ଅଶ୍ଳୀଳ ଦୃଶ୍ୟ ପ୍ରସାରଣ ପାଇଁ ମନା କରିଥିଲୁ’

ମାଲ୍ୟାଙ୍କୁ ଦେବାଳିଆ ଘୋଷଣା କଲା ଲଣ୍ଡନ ଉଚ୍ଚ ନ୍ୟାୟାଳୟ

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories