www.samajalive.in
Friday, December 12, 2025
14.1 C
Bhubaneswar

ଅକ୍ଟୋବର ୩ରେ ଜେଇଇ ଆଡ଼ଭାନ୍ସଡ

ଭୁବନେଶ୍ବର: ଆଇଆଇଟିଗୁଡ଼ିକରେ ନାମଲେଖା ପାଇଁ ଅକ୍ଟୋବର ୩ରେ ଜେଇଇ ଆଡଭାନ୍ସଡ୍‌ ଅନୁଷ୍ଠିତ ହେବ। କରୋନା କଟକଣା ମଧ୍ୟରେ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି ସୂଚନା ଦେଇଛନ୍ତି। ଜେଇଇ ମେନ୍‌ରେ ଶ୍ରେଷ୍ଠତ୍ବ ପ୍ରଦର୍ଶନ କରିଥିବା ଦୁଇ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଜେଇଇ ଆଡଭାନ୍ସଡ୍‌ ପରୀକ୍ଷା ଦେବେ। ଚଳିତ ଥର ୪ଟି ପର୍ଯ୍ୟାୟରେ ଜେଇଇ ମେନ୍‌ ଅନୁଷ୍ଠିତ ହେଉଛି। ୪ଟି ପର୍ଯ୍ୟାୟର ଜେଇଇ ମେନରେ କୃତିତ୍ବ ଛାତ୍ରଛାତ୍ରୀଙ୍କ ରାଙ୍କ ଆଧାର କରି ‌ଚୂଡ଼ାନ୍ତ ତାଲିକା ପ୍ରକାଶ କରାଯିବ। ମୋଟ ୨ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଜେଇଇ ଆଡଭାନ୍ସଡ୍‌ ପାଇଁ ଯୋଗ୍ୟ ବିବେଚିତ ହେବେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories