www.samajalive.in
Thursday, December 11, 2025
13.1 C
Bhubaneswar

ମାଓବାଦୀଙ୍କ ପକ୍ଷରୁ ପାଳନ କରାଯାଉଛି ସହୀଦ ସପ୍ତାହ : ସରକାରୀ ବସ୍‍ ସେବା ବନ୍ଦ

ମାଓବାଦୀଙ୍କ ପକ୍ଷରୁ ବୁଧବାର ଠାରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ସହୀଦ ସପ୍ତାହ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ସମସ୍ତ ସରକାରୀ ବସ୍‍ ସେବା ବନ୍ଦ ରହିଛି। ଜିଲ୍ଲାର ମୋଟ୍‍ ୧୧ଟି ରୁଟରେ ବସ୍ ସେବା ବନ୍ଦ ରଖାଯାଇଛି। ତେବେ ଘରୋଇ ବସ୍‍ ଚଳାଚଳ ସ୍ୱାଭାବିକ ରହିଛି।
ଅନ୍ୟପକ୍ଷରେ ମାଓବାଦୀଙ୍କ ସହୀଦ୍‍ ସପ୍ତାହ ପାଳନକୁ ଦୃଷ୍ଟିରେ ରଖି ପୁଲିସ୍‍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ମାଓବାଦୀ ଉପଦ୍ରୁତ ଅଞ୍ଚଳରେ ତଲାସୀ ଅଭିଯାନକୁ ଜୋର୍‍ଦାର୍‍ କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories