ନିଉଜ ଆଲର୍ଟବଡ଼ ଖବରଭୁବନେଶ୍ବର Less than 1 min.Read ସନ୍ଧ୍ୟା ୭ଟା ମୁଖ୍ୟ ଖବର By samajalive 28 July, 2021 7:02 PM FacebookTwitterPinterestWhatsAppLinkedinReddIt ଆସନ୍ତା ୩୧ ତାରିଖ ଶନିବାର ଦିନ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ୩୧ ତାରିଖ ପରେ ପ୍ରକାଶ ପାଇବ କଳା ପରୀକ୍ଷା ଫଳ ରାଜ୍ୟର ଚାରି ହଜାରରୁ ଅଧିକ ‘ପଡ଼ା’କୁ ନୂଆ ରାଜସ୍ବ ଗାଁର ମାନ୍ୟତା ମିଳିବ, ରାଜସ୍ବ ଗ୍ରାମ ସୃଷ୍ଟି ପାଇଁ ନୂଆ ନିୟମାବଳୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କରୋନାର ଅନ୍ତ ପାଇଁ ଉଭୟ ଦେଶ ପ୍ରତିଶ୍ରୁତିବଦ୍ଧ : ଆମେରିକା ବିଦେଶ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ୍ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ସାକ୍ଷାତ କରିଛନ୍ତି ବ୍ଲିଙ୍କେନ୍ ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ୱତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରଦାନ ସାରସ୍ୱତ ସାଧନା ଓ ଓଡ଼ିଆ ବାଣୀଭଣ୍ଡାରକୁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ୧୫ ଜଣ ବୟୋଜ୍ୟେଷ୍ଠ ସାରସ୍ୱତ ସାଧକ/ସାଧିକାଙ୍କୁ ମଧ୍ୟ ମାନପତ୍ର, ଉପଢୌକନ ଓ ୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ ଓଡିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର କୂଳପତି ପ୍ରଫେସର ଆଇ. ରାମବ୍ରହ୍ମମଙ୍କ ପରଲାକ, ସେ ଗତ କିଛିଦିନ ଧରି ଚିକିତ୍ସାଧୀନ ଥିଲେ ଆଇନକ୍ସର ବଡ଼ ଘୋଷଣା: ଅଲିମ୍ପିକ୍ ପଦକ ବିଜେତା ଆଜୀବନ ଦେଖିବେ ମାଗଣା ଫିଲ୍ମ ନବରଙ୍ଗପୁର ଗସ୍ତରେ ୫ଟି ସଚିବ ଗଣଶିକ୍ଷା ମନ୍ତ୍ରୀଙ୍କ ଘର ସମ୍ମୁଖରେ ମାଆ,ପୁଅଙ୍କ ଆତ୍ମାହୁତି ଉଦ୍ୟମ; କିରୋସିନି ବୋତଲ ଧରି ନିଆଁ ଲଗାଉଥିବା ବେଳେ କାବୁ କଲା ପୁଲିସ ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍ ; ମୋଟ ୧୪ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ କର୍ଣ୍ଣାଟକରେ ଆରମ୍ଭ ହେଲା ବାସବରାଜ ସରକାର ; ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମାଇ ପୁଣି ଆମେରିକାରେ କରୋନା କାୟା ; ଦୈନିକ ସଂକ୍ରମଣ ୬୦ ହଜାର ବୃଦ୍ଧି ଆରପାରିରେ କିମ୍ବଦନ୍ତୀ ବ୍ୟାଡମିଣ୍ଟନ ଖେଳାଳି ନନ୍ଦୁ ନାଟେକର, ପ୍ରଧାନମନ୍ତ୍ରୀଙ୍କ ଶୋକ ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୫ ମୃତ, ୪୦ ନିଖୋଜ ବୃହସ୍ପତି ଚନ୍ଦ୍ରରେ ଜଳୀୟ ବାଷ୍ପ ଠାବ କଲା ନାସାର ହବଲ ଟେଲିସ୍କୋପ ଉତ୍ତର ପ୍ରଦେଶ : ରାସ୍ତା କଡରେ ଶୋଇଥିବା ଶ୍ରମିକଙ୍କ ଉପରେ ମାଡିଗଲା ଦ୍ରୁତଗାମୀ ଟ୍ରକ,୧୮ ଜଣ ଶ୍ରମିକଙ୍କର ମୃତ୍ୟୁ ; ୨୦ରୁ ଅଧିକ ଆହତ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩,୬୫୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ଦିନକ ମଧ୍ୟରେ ୪୧,୬୭୮ ଜଣ କରୋନା ରୋଗୀ ସୁସ୍ଥ ; ଦେଶରେ ଆରୋଗ୍ୟ ହାର ୯୭.୩୯% କରୋନାରୁ ଏପର୍ୟ୍ୟନ୍ତ ମୋଟ ୩,୦୬,୬୩,୧୪୭ ଜଣ ଆରୋଗ୍ୟ ହୋଇସାରିଥିବାବେଳେ ସଂପ୍ରତି ୩,୯୯,୪୩୬ ଜଣ ସକ୍ରିୟ ସଂକ୍ରମିତ ଦୈନିକ ସଂକ୍ରମଣ ହାର ୨.୫୧% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୬% ମଙ୍ଗଳବାର ସଂଧ୍ୟା ସୁଦ୍ଧା ମୋଟ ୪୬.୦୯ କୋଟି ନମୁନା ପରୀକ୍ଷା ; ଏହି ସମୟ ମଧ୍ୟରେ ମୋଟ ୪୪.୬୧ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭୦୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ସେମାନଙ୍କ ମଧ୍ୟରେ ସଂଗରୋଧରୁ ୯୮୮ ଏବଂ ସ୍ଥାନୀୟ ସଂକ୍ରମିତ ୭୧୫ ମୋଟ ୧୫୭୯୭୬୩୦ ନମୁନା ପରୀକ୍ଷା କରାଯାଇସାରିଛି ଏବଂ ସେଥିମଧ୍ୟରୁ ୯୭୨୫୧୭ ଜଣ ସଂକ୍ରମିତ ଚିହ୍ନଟ ୯୪୯୩୫୦ ଜଣ ସୁସ୍ଥ ; ରାଜ୍ୟରେ ସଂପ୍ରତି ୧୭୪୧୧ ଜଣ ସକ୍ରିୟ ସଂକ୍ରମିତ ଆଜି ରାତି ୮ଟାରେ ୨ୟ ଟ୍ବେଣ୍ଟି-୨୦ ମ୍ୟାଚ୍ ରାଜ୍ୟରେ ଗତ ମଙ୍ଗଳବାର ଗୋଟିଏ ଦିନରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ୫୭୦୩କୁ ବୃଦ୍ଧି ; ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ କରୋନା ସଂକ୍ରମଣଠୁ ବଳି ଗଲାଣି ଡେଙ୍ଗୁ ; ରାଜଧାନୀରେ ପ୍ରତିଦିନ ୨୦ରୁ ୩୦ ଡେଙ୍ଗୁରେ ହେଉଛନ୍ତି ଆକ୍ରାନ୍ତ ବିକାଶ ଦୁବେଙ୍କ ମୂର୍ତ୍ତି ସ୍ଥାପନ କରିବ ବ୍ରାହ୍ମଣ ମହାସଭା ଚାଇନାରେ ବ୍ୟାପିଲା କୋଭିଡ-୧୯ର ଡେଲଟା ପ୍ରକରଣ; ନାନଜିଂ ସହର ବନ୍ଦ ଆମେରିକା ସମୁଦ୍ର ଉପକୂଳରୁ ମିଳିଲା ବିରଳ ଦୁଇମୁଣ୍ଡିଆ କଇଁଛ ଆସନ୍ତା ମାସରେ ୧୨-୧୮ ବର୍ଷ ପିଲାଙ୍କୁ କୋଭିଡ୍ ଟିକାକରଣ ଆଜି ଶପଥ ନେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ବାସବରାଜ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିଲେ ମୀରାବାଈ ଆସାମ-ମିଜୋରାମ ହିଂସା ନିୟନ୍ତ୍ରଣାଧୀନ ବିଶ୍ବ ଐତିହ୍ୟ ତାଲିକାରେ ଧୋଲାବିରା କାମଳର ମୃତ୍ୟୁ ଫାଶ, ଅଧ ମିନିଟ୍ରେ ଗୋଟିଏ ଜୀବନ ଅଲିମ୍ପିକ୍ସ ପୁରୁଷ ହକି : ସ୍ପେନକୁ ୩-୦ରେ ହରାଇଲା ଭାରତ Tags28th July 2021News headlines@ 7 Pmodia news Hot this week ଆମ ଓଡ଼ିଶା କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା December 7, 2025 0 କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,... ଦେଶ-ବିଦେଶ ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍ ଦିଆଯାଉ December 7, 2025 0 ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା... ଆମ ଓଡ଼ିଶା ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ December 6, 2025 0 ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ... କ୍ରୀଡ଼ା ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ December 6, 2025 0 ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି... ବାଣିଜ୍ୟ ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି December 6, 2025 0 ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା... Related Articles କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା ଆମ ଓଡ଼ିଶା December 7, 2025 ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍ ଦିଆଯାଉ ଦେଶ-ବିଦେଶ December 7, 2025 ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି ବାଣିଜ୍ୟ December 6, 2025 ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍ କନ୍ଧମାଳ December 6, 2025 ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍ମ୍ୟାନଙ୍କ ନୂଆ ରେକର୍ଡ କ୍ରୀଡ଼ା December 6, 2025 Popular Categories ନିଉଜ ଆଲର୍ଟଆମ ଓଡ଼ିଶାବଡ଼ ଖବରଦେଶ-ବିଦେଶଭୁବନେଶ୍ବରକ୍ରୀଡ଼ାରାଜନୀତି Previous articleନବରଙ୍ଗପୁରରେ ରଙ୍ଗୀନ ମାଛଚାଷ ଶୁଭାରମ୍ଭNext articleହୀରାକୁଦର ୧୪ ଫାଟକ ଖୋଲା, ଜଳସ୍ତର ୬୦୭.୧୭ ଫୁଟ