www.samajalive.in
Thursday, December 11, 2025
26.1 C
Bhubaneswar

ସ୍ବାସ୍ଥ୍ୟକେନ୍ଦ୍ରକୁ ଅମ୍ଳଜାନ ସାନ୍ଧ୍ରକ ପ୍ରଦାନ

ଜି.ଉଦୟଗିରି : ସ୍ବେଚ୍ଛାସେବୀ ସଂଗଠନ ଗିଭ୍ ଇଣ୍ଡିଆ ସହାୟତା ଓ ସ୍ବାତୀ ସହଯୋଗରେ ପାଞ୍ଚୋଟି ଅମ୍ଳଜାନ ସାନ୍ଧ୍ରକ ପ୍ରଦାନ କରାଯାଇଛି। ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୂଖ୍ୟ ଡ.ଶକ୍ତିକାନ୍ତ ମଲ୍ଲିକଙ୍କୁ ସ୍ଥାନୀୟ ତହସିଲଦାରଙ୍କ ଦ୍ବାରା  ସ୍ବାତୀର ସମ୍ପାଦକ ଇ.ହରିଶଙ୍କର ରାଉତ, ସଂଯୋଜିକା ସୁସ୍ମୀତା ଜେନା, କର୍ମୀ ବିଶ୍ବରଞ୍ଜନ କରଙ୍କ ଉପସ୍ଥିତିରେ ଦୁଇଟି ଅମ୍ଳଜାନ ସାନ୍ଧ୍ରକ ଦିଆଯାଇଥିବା ବେଳେ ଟିକା ମା ଗୃହକୁ ଗୋଟିଏ, ବ୍ରାହ୍ମଣପାଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଟିଏ ଏବଂ ଖଜୁରୀପଡା ଗୋଷ୍ଟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଟିଏ ଏପରି ମୋଟ ୫ ଗୋଟି ଅମ୍ଳଜାନ ସାନ୍ଧ୍ରକ ପ୍ରଦାନ କରିଥିବା ନେଇ ସ୍ବାତୀର ସମ୍ପାଦକ ଶ୍ରୀ ରାଉତ ସୂଚନା ଦେଇଛନ୍ତି।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories