www.samajalive.in
Sunday, December 7, 2025
26.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ; ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୭୬୮ ; ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯

ରାଜ୍ୟରେ ସାମାନ୍ୟ ଖସିଲା ସଂକ୍ରମଣ; ଦିନକରେ ୧୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ

- Advertisement -

ସଂଗରୋଧରୁ ୯୩୭ ଏବଂ ସ୍ଥାନୀୟ ସଂକ୍ରମିତ ୬୭୮

ରାଜ୍ୟରେ ଆଉ ୧୬୯୯ ଆରୋଗ୍ୟଲାଭ କରିଥିବାବେଳେ ମୋଟ ୯୫୧୦୪୯ ଜଣ ସୁସ୍ଥ

ରାଜ୍ୟରେ ସଂପ୍ରତି ୧୭୨୬୨ ଜଣ ସଂକ୍ରମିତ

ଲଘୁଚାପ ଘନୀଭୂତ, ୧୦ ଜିଲାକୁ ସତର୍କ ସୂଚନା

ଦେଶରେ ଗୋଟିଏ ଦିନରେ ୪୩,୫୦୯ ନୂଆ କରୋନା ସଂକ୍ରମିତ ଚିହ୍ନଟ

୩୮,୪୬୫ ଜଣ କରୋନାରୁ ଆରୋଗ୍ୟ ଲାଭ ; ଦେଶରେ ମୋଟ ୩,୦୭,୦୧,୬୧୨ ଜଣ କରୋନା ସଂକ୍ରମିତ ସୁସ୍ଥ

ସଂପ୍ରତି ମୋଟ ୪,୦୩,୮୪୦ ଜଣ ସକ୍ରିୟ ସଂକ୍ରମିତ

ବୁଧବାର ସଂଧ୍ୟା ସୁଦ୍ଧା ମୋଟ ୪୬.୨୬ କୋଟି ନମୁନା ପରୀକ୍ଷା ;  ଦେଶରେ ମୋଟ ୪୫.୦୭ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି

ସଂପ୍ରତି ଦେଶରେ ଦୈନିକ ସଂକ୍ରମଣ ହାର ୨.୫୨% ଏବଂ ସାପ୍ତାହିକ ହାର ୨.୩୮%

ଅଗ୍ରାଧିକାର ଭିତ୍ତିରେ ହେବ କଳାହାଣ୍ଡିରେ ରେଳ କାରଖାନା

ଭୁବନେଶ୍ୱର ବିମାନବନ୍ଦରର ହେବ ଘରୋଇକରଣ: କେନ୍ଦ୍ର

ଆମେରିକାର ୨.୫ କୋଟି ଡଲାର କୋଭିଡ ସହାୟତା

ଆମେରିକାର ୨.୫ କୋଟି ଡଲାର କୋଭିଡ ସହାୟତା

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories