www.samajalive.in
Tuesday, December 9, 2025
17.1 C
Bhubaneswar

ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ସିବିଏସଇ ପରୀକ୍ଷାରେ ଶତ ପ୍ରତିଶତ ସଫଳତା

ଭୁବନେଶ୍ବର: ଭିଏସଏସ ନଗରସ୍ଥିତ ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଛି। ମେଧାବୀ ଛାତ୍ର ପ୍ରତୀକ କୁମାର ଚାନ୍ଦ ବିଜ୍ଞାନରେ ୯୭.୬% ନମ୍ବର ରଖି ବିଦ୍ୟାଳୟର ଶ୍ରେଷ୍ଠ ଛାତ୍ର ଭାବେ ବିବେଚିତ ହୋଇଛନ୍ତି। ସେହିପରି ବାଣିଜ୍ୟ ବିଭାଗରେ ଶ୍ରାବଣୀ ସେନାପତି ୯୪.୪ ପ୍ରତିଶତ ନମ୍ବର ରଖି ବିଦ୍ୟାଳୟର ଶ୍ରେଷ୍ଠ ଛାତ୍ରୀ ଭାବେ ବିବେଚିତ ହୋଇଛନ୍ତି।
ବିଦ୍ୟାଳୟର ଏହି ସଫଳତା ପାଇଁ ପରିଚାଳନା କମିଟି, ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories