www.samajalive.in
Monday, December 8, 2025
20.1 C
Bhubaneswar

ଦିନକରେ କରୋନାରେ ରାଜ୍ୟରେ ୬୯ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩ ଜଣଙ୍କର ପ୍ରାଣହାନି ଘଟିଛି। ଏଥିସହିତ କଟକରୁ ୯, ପୁରୀ ୭, କେନ୍ଦ୍ରାପଡା ୬, ଜଗତସିଂହପୁର ଏବଂ ମୟୁରଭଞ୍ଜରେ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories