www.samajalive.in
Sunday, December 7, 2025
14.1 C
Bhubaneswar

ଅଗଷ୍ଟ ୯ରୁ ଖୋଲିବ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଅଗଷ୍ଟ ୯ରୁ ଖୋଲିବ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ । କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ଶିକ୍ଷାନୁଷ୍ଠାନ । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମିଳିଥିବା ସୂଚନାନୁଯାୟୀ, ଆସନ୍ତା ୯ରୁ ରାଜ୍ୟର ସମସ୍ତ ଡିପ୍ଲୋମା,ଆଇଟିଆଇ, ଡିଗ୍ରୀ, ଆଦି କଲେଜ ଖୋଲଯିବ । ଏହାସହ ଅନ୍ୟସ୍ଥାନରୁ ଛାତ୍ରଛାତ୍ରୀ ଆସୁଥିବାରୁ ହଷ୍ଟେଲ ମଧ୍ୟ ଖୋଲିବା ପାଇଁ ନିଦେ୍ର୍ଦଶ ଦେଇଛନ୍ତି । ଛାତ୍ରଛାତ୍ରୀ ଓ ଅନୁଷ୍ଠାନ ସମସ୍ତ କୋଭିଡ ନିୟମ ପାଳନ କରିବେ । ଗାଇଡଲାଇନ ଅନୁଯାୟୀ ସମସ୍ତ ବ୍ୟବସ୍ଥା କରାଯିବ । ସାମଜିକ ଦୂରତା ରକ୍ଷା କରିବା ସହ ବିଶୋଧନ ମଧ୍ୟ କରାଯିବ । ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ପିଲାଙ୍କ ପାଇଁ କଲେଜ ଖୋଲିବା ନିମନ୍ତେ ପଦକ୍ଷେପ ନିଆଯାଇପାରେ ବୋଲି ଆଲୋଚନା କରାଯାଉଛି ।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories