www.samajalive.in
Sunday, December 7, 2025
18.1 C
Bhubaneswar

ରେସଲିଂର ଫାଇନାଲରେ ପ୍ରବେଶ କରିଛନ୍ତି ରେସଲର ରବି କୁମାର ଦହିଆ

ଟୋକିଓ : ଭାରତ ପାଇଁ ଟୋକିଓ ଅଲିମ୍ପିକରେ ଆଉ ଏକ ରୌପ୍ୟ ପଦକ ରେସଲର ରବି କୁମାର ଦହିଆ ନିଶ୍ଚିତ କରିଛନ୍ତି । ଏହାକୁ ମିଶାଇ ଭାରତ ପାଇଁ ଏହା ଚତୁର୍ଥ ପଦକ ହେବ । ୫୭ କେଜି ଫ୍ରି ଷ୍ଟାଇଲ ରେସଲିଂରେ ସେ ଫାଇନାଲରେ ପ୍ରବେଶ କରିଛନ୍ତି । ରୌପ୍ୟ ପଦକ ବିଜେତା ହେବା ସହ ତାଙ୍କ ନିକଟରେ ସ୍ୱର୍ଣ୍ଣ ପଦକ ଜିତିବାର ସୁଯୋଗ ରହିଥିବା ସହ ସେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରନ୍ତୁ ବୋଲି ଦେଶବାସୀ ଆଶା କରିଛନ୍ତି । ଆଜି ରେସଲିଂ ମୈଦାନକୁ ଓହ୍ଲାଇ ରବି କୁମାର ପ୍ରଥମ ୨ଟି ମ୍ୟାଚରେ ଦମଦାର ପ୍ରଦର୍ଶନ କରି ସେମି ଫାଇନାଲରେ ପ୍ରବେଶ କରିଥିଲେ । ସେମି ଫାଇନାଲରେ ତାଙ୍କର ମୁକାବିଲାରେ କଜାଖସ୍ତାନର ନୁରିସ୍ଲାମ ସାନାୟେଭଙ୍କ ସହ ହୋଇଥିଲା ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories