www.samajalive.in
Sunday, December 14, 2025
26.1 C
Bhubaneswar

ଦେଶରେ ବଢିଚାଲିଛି ସଂକ୍ରମଣ; ଦିନକରେ ୪୨,୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ବୃଦ୍ଧିପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୨,୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଗୋଟିଏ ଦିନରେ ୪୧,୭୨୬ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୩,୦୯,୭୪,୭୪୮ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଲେଣି।  ଦେଶରେ ସଂପ୍ରତି ୪,୧୧,୦୭୬ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୨.୫୮% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୭% ରହିଥିବାବେଳେ ଆରୋଗ୍ୟ ହାର ୯୭.୩୭% ରହିଛି। ବୁଧବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୪୭.୪୮ କୋଟି ନମୁନା ପରୀକ୍ଷା କରାଯାଇସାରିଛି ଏବଂ ତାହାସହିତ ୪୮.୯୩ କୋଟି ପାନ ଟିକା ଦିଆଯାଇଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories