www.samajalive.in
Sunday, December 7, 2025
18.1 C
Bhubaneswar

ଅଗଷ୍ଟ ୧୬ରୁ ଖୋଲିବ କଲେଜ ଓ ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର: ଚଳିତ ମାସ ୧୬ ତାରିଖରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ। ୧୬ରୁ ଶ୍ରେଣୀଗୃହ ଶିକ୍ଷାଦାନ ହେବା ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାସହିତ ହଷ୍ଟେଲ ଖୋଲିବ ବୋଲି ମଧ୍ୟ ଘୋଷଣା କରାଯାଇଛି।


ଏହି ସୂଚନା ମୁତାବକ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ଅଗଷ୍ଟ ୧୬ରୁ ଖୋଲିବ। ପିଜି ପ୍ରଥମ ବର୍ଷ ଓ ୟୁଜି ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ପାଠପଢ଼ା ହେବ। ତେବେ ପିଜି/ୟୁଜି ଫାଇନାଲ ପରୀକ୍ଷା ପୂର୍ବ ଯୋଜନା ଅନୁଯାୟୀ ଅନ୍‌ଲାଇନ୍‌ ମୋଡ଼୍‌ରେ ହିଁ ହେବ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories