www.samajalive.in
Saturday, December 6, 2025
19.1 C
Bhubaneswar

ଦିନ ୧୦ଟା – ମୁଖ୍ୟ ଖବର

୧. ଆଜି ରାଜ୍ୟରେ ୧୦୯୬ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ, ସଂଗରୋଧରୁ ୬୩୭ ଓ ସ୍ଥାନୀୟ ସଂକ୍ରମିତ ୪୫୯
୨. ରାଜ୍ୟରେ କରୋନା ସଂକ୍ରମଣରେ ଗଲା ୬୪ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୨୭ ଜଣଙ୍କର ମୃତ୍ୟୁ
୩. ଦେଶରେ ଆଜି ୩୮ ହଜାର ୬୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୮୯୫୩୮୫କୁ ବୃଦ୍ଧି
୪. ଦେଶରେ ଆଜି କରୋନାରୁ ୪୦୦୧୭ ସୁସ୍ଥ ହୋଇଥିବା ବେଳେ ୬୧୭ ଜଣଙ୍କ ମୃତ୍ୟୁ ଘଟିଛି
୫. ସାଇବେରିଆ ଗୁମ୍ଫାରୁ ମିଳିଲା ୨୮ ହଜାର ବର୍ଷ ପୁରାତନ ବରଫ ପାଲଟିଯାଇଥିବା ସିଂହ ଶାବକ
୬. ଦେଶରେ ଏବେ ୪୧୨୧୫୩ ଜଣ କରୋନା ଆକ୍ରାନ୍ତ ସକ୍ରିୟ ଚିକିତ୍ସାଧୀନ ଅଛନ୍ତି
୭. ବଲାଙ୍ଗିର ଗସ୍ତରେ ଯାଇଛନ୍ତି ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ, ନକ୍ସଲ ମୁକାବିଲା ନେଇ ହେବ ସମୀକ୍ଷା
୮. ବ୍ରହ୍ମପୁର ସ୍ଥିତ କୋଭିଡ୍ ହସ୍ପିଟାଲରୁ ଚିକିତ୍ସାଧୀନ ବନ୍ଦୀ ଗାଏବ, ବାଲିଗୁଡ଼ା ସବ୍‌ଜେଲ୍‌ରେ ଅସୁସ୍ଥ ହେବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ
୯. ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁଇଁତଳା ବ୍ଲକର ବରିଷ୍ଠ କିରାଣି ରବୀନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍
୧୦. ସୁନ୍ଦରଗଡ଼ରେ ରାଜ୍ୟର ୨ୟ ଏମ୍ସ ପ୍ରତିଷ୍ଠା ଦାବିରେ ସହରରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ପାଳନ

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories