www.samajalive.in
Monday, December 8, 2025
20.1 C
Bhubaneswar

ପଞ୍ଚାୟତ କାର୍ଯ୍ୟlଳୟରୁ ନାଗସାପ ଉଦ୍ଧାର

ଗଞ୍ଜାମ : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କାର୍ଯ୍ୟlଳୟରୁ ଏକ ନାଗ ସାପକୁ  ଉଦ୍ଧାର କରାଯାଇଛି। ସେହି ସାପଟିକୁ ଗଞ୍ଜାମ ସ୍ନେକ ହେଲ୍ପ ଲାଇନ ସଦସ୍ୟ ମାନେ ଉଦ୍ଧାର କରି ନେଇ ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଛନ୍ତି।  ସ୍ନେକ ହେଲ୍ପ ଲାଇନ ସଦସ୍ୟ ମାନେହେଲେ ଡମ୍ବୁରୁ ବେହେରା, ତରୁ ବେହେରା, ଦେବରାଜ ବେହେରା, କଣ. କେ. ତପନ ରାଓ, ଡମ୍ବୁରୁ ଧର ବେହେରା ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories