www.samajalive.in
Monday, December 15, 2025
27.1 C
Bhubaneswar

ବିଦ୍ୟୁତ ଆଘାତରେ ଚାଷୀଙ୍କ ମୃତ୍ୟୁ

ବାଲେଶ୍ୱର : ବିଦ୍ୟୁତ ଆଘାତରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ନେଇ ଆଜି ଖବର ମିଳିଛି। ମୃତକ ହେଲେ କସବାଜୟପୁର ଗ୍ରାମର ଗଣେଶ ଜେନା (୪୧)। ବିଦ୍ୟୁତ ଆଘାତରୁ ଚାଷୀଙ୍କ ମୃତ୍ୟୁରେ କ୍ଷତିପୂରଣ ଦାବିରେ ୧୬ ନମ୍ବର ଜାତୀୟ ରାଜପଥ ରେଲିୟାନ୍ସ ତେଲ ଟାଙ୍କି ନିକଟରେ ସ୍ଥାନୀୟଲୋକେ ରାସ୍ତା ଅବରୋଧ କରିଛନ୍ତି।

ଘଟଣାସ୍ଥଳରେ ଖନ୍ତାପଡା ପୁଲିସକୁ ଲୋକେ ଅଟକ ରଖିଛନ୍ତି ବୋଲି ସୂଚନା ମିଳିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories