www.samajalive.in
Monday, December 8, 2025
27.1 C
Bhubaneswar

ଦିନ ୧ଟା – ମୁଖ୍ୟ ଖବର

ନୂଆଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରକୁ ବିସ୍ଫୋରଣରେ ଉଡାଇବାକୁ ଧମକ ; ଦିଲ୍ଲୀ ପୁଲିସକୁ ଅଲକାଏଦାର ଇ-ମେଲ୍‍ ଯୋଗେ ଧମକ ଦେଇଥିବା ସୂଚନା

ଉତ୍ତରପ୍ରଦେଶର ମାଉ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୩ ଜଣ ଶିଶୁ ସମେତ ୫ ମୃତ

- Advertisement -

ଦେଶରେ ସଂକ୍ରମିତ ତୁଳନାରେ ବୃଦ୍ଧି ଆରୋଗ୍ୟ ସଂଖ୍ୟା ; ନୂଆ ସଂକ୍ରମିତ ୩୯,୦୭୦

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୩୪,୪୫୫କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୯୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୭,୮୬୨

ଦିନକରେ ଆଉ ୪୩,୯୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୩,୧୦,୯୯,୭୭୧ ସୁସ୍ଥ

୪,୦୬,୮୨୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ଦିନକରେ ୫୫,୯୧,୬୫୭ ଟିକା ନେଇଥିବା ବେଳେ ୫୦,୬୮,୧୦,୪୯୨ ମୋଟ ଟିକା ନେଇ ସାରିଛନ୍ତି

ରାଜ୍ୟରେ ଦିନକରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ  ;  ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୩୫

ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୨୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୧୮ , ସ୍ଥାନୀୟ ୫୨୫

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୭,୦୭୦କୁ ବୃଦ୍ଧି

ମୋଟ  ୯,୬୮,୪୫୩ ସୁସ୍ଥ

୧୨,୧୨୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ଟୋକିଓରେ ଭାରତ ଟେକ ;  ୧ ସ୍ବର୍ଣ୍ଣ ସହ ୭ ପଦକ, ଟପିଲା ଲଣ୍ଡନ ପଦକ ସଂଖ୍ୟା

କାରାଗାର ଭାଙ୍ଗି ୭୦୦ଙ୍କୁ ମୁକୁଳାଇଲା ତାଲିବାନ

ଆଫଗାନିସ୍ତାନ ଛାଡ଼ିବାକୁ ଆମେରିକୀୟଙ୍କୁ ନିଜ ଦେଶର ନିର୍ଦେଶ

ଭାରତରେ କରୋନା ଭୂତାଣୁର ସନ୍ଦିଗ୍ଧ ସୂତ୍ରଧର ଇକୋ ହେଲଥ୍‌

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories