www.samajalive.in
Monday, December 8, 2025
27.1 C
Bhubaneswar

ଦିନ ୩ଟା ମୁଖ୍ୟ ଖବର

କରୋନା ଯୁଦ୍ଧରେ ଅଧିକ ପ୍ରଭାବଶାଳୀ କୋଭାକ୍ସିନ ଓ କୋଭିଶିଲ୍ଡର ମିଶ୍ରିତ ଡୋଜ୍‌

ମାଲଗୋଦାମର ପୃଥକ ସ୍ଥାନରେ କମିଶନରେଟ ପୁଲିସର ଚଢ଼ାଉ, ବିପୁଳ ପରିମାଣର ନକଲି ଗୁଟଖା, ସିଗାରେଟ ଓ ମାଦକ ଦ୍ରବ୍ୟ ଜବତ, ଜଣେ ଅଟକ

- Advertisement -

କନ୍ଧମାଳ ପୁଲିସ ନିକଟରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ, କେକେବିଏନ୍ ଡିଭିଜନର ମହିଳା ମାଓବାଦୀ କାନ୍ତି ମଲ୍ଲିକଙ୍କ ଆତ୍ମସମର୍ପଣ

ଭିଜିଲାନ୍ସ ଜାଲରେ ନୂଆପଡ଼ା ସିଡିଭିଓ

ନୂଆଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରକୁ ବିସ୍ଫୋରଣରେ ଉଡାଇବାକୁ ଧମକ ; ଦିଲ୍ଲୀ ପୁଲିସକୁ ଅଲକାଏଦାର ଇ-ମେଲ୍‍ ଯୋଗେ ଧମକ ଦେଇଥିବା ସୂଚନା

ଉତ୍ତରପ୍ରଦେଶର ମାଉ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୩ ଜଣ ଶିଶୁ ସମେତ ୫ ମୃତ

ଦେଶରେ ସଂକ୍ରମିତ ତୁଳନାରେ ବୃଦ୍ଧି ଆରୋଗ୍ୟ ସଂଖ୍ୟା ; ନୂଆ ସଂକ୍ରମିତ ୩୯,୦୭୦

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୩୪,୪୫୫କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୯୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୭,୮୬୨

ଦିନକରେ ଆଉ ୪୩,୯୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୩,୧୦,୯୯,୭୭୧ ସୁସ୍ଥ

୪,୦୬,୮୨୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ଦିନକରେ ୫୫,୯୧,୬୫୭ ଟିକା ନେଇଥିବା ବେଳେ ୫୦,୬୮,୧୦,୪୯୨ ମୋଟ ଟିକା ନେଇ ସାରିଛନ୍ତି

ରାଜ୍ୟରେ ଦିନକରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ  ;  ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୩୫

ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୨୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୧୮ , ସ୍ଥାନୀୟ ୫୨୫

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୭,୦୭୦କୁ ବୃଦ୍ଧି

ମୋଟ  ୯,୬୮,୪୫୩ ସୁସ୍ଥ

୧୨,୧୨୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ଟୋକିଓରେ ଭାରତ ଟେକ ;  ୧ ସ୍ବର୍ଣ୍ଣ ସହ ୭ ପଦକ, ଟପିଲା ଲଣ୍ଡନ ପଦକ ସଂଖ୍ୟା

କାରାଗାର ଭାଙ୍ଗି ୭୦୦ଙ୍କୁ ମୁକୁଳାଇଲା ତାଲିବାନ

ଆଫଗାନିସ୍ତାନ ଛାଡ଼ିବାକୁ ଆମେରିକୀୟଙ୍କୁ ନିଜ ଦେଶର ନିର୍ଦେଶ

ଭାରତରେ କରୋନା ଭୂତାଣୁର ସନ୍ଦିଗ୍ଧ ସୂତ୍ରଧର ଇକୋ ହେଲଥ୍‌

Hot this week

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

Related Articles

Popular Categories