www.samajalive.in
Wednesday, December 10, 2025
14.1 C
Bhubaneswar

ଟୋକିଓ ଅଲିମ୍ପିକ୍ସ ଉଦଯାପିତ: ଆମେରିକା ଟପ୍ପର, ଦଳଗତ ଶ୍ରେଷ୍ଠ ପ୍ରଦର୍ଶନ ସହ ୭ଟି ପଦକ ଜିତି ୪୮ତମ ସ୍ଥାନରେ ଭାରତ

ଟୋକିଓ: ଆଜି ଟୋକିଓ ଅଲିମ୍ପିକ୍ସ ଉଦ୍‌ଯାପିତ ହୋଇଯାଇଛି। ୩୯ଟି ସ୍ବର୍ଣ୍ଣ ପଦକ ସହ ୧୧୩ଟି ପଦକ ଜିତି ଆମେରିକା ଟେବୁଲ ଟପ୍ପର ହୋଇଛି। ସେହିପରି ୩୮ଟି ସ୍ବର୍ଣ୍ଣ ସହ ୮୮ଟି ପଦକ ଜିତି ଦ୍ବିତୀୟ ସ୍ଥାନରେ ଚୀନ ରହିଛି। ଅପରପକ୍ଷରେ ଆୟୋଜକ ଜାପାନ ୨୭ଟି ସ୍ବର୍ଣ୍ଣ ସହ ୫୮ଟି ପଦକ ଜିତି ତୃତୀୟ ସ୍ଥାନ ଅଧିକାର କରିଛି। ସେହିପରି ବ୍ରିଟେନ ଚତୁର୍ଥ, ଋୁଷିୟ ଅଲିମ୍ପିକ୍ସ କମିଟି ପଞ୍ଚମ, ଅଷ୍ଟ୍ରେଲିୟାକୁ ଷଷ୍ଠ ସ୍ଥାନ ଅକ୍ତିଆର କରିଛନ୍ତି।

 

- Advertisement -

ଟୋକିଓ ଅଲିମ୍ପିକ୍ସରେ ଗୋଟିଏ ସ୍ବର୍ଣ୍ଣ, ୨ଟି ରୌପ୍ୟ ଓ ୪ଟି ବ୍ରୋଞ୍ଜ ସହ ଭାରତକୁ ୭ଟି ପଦକ ମିଳିଛି। ଦଳଗତ ଶ୍ରେଷ୍ଠ ପ୍ରଦର୍ଶନ ସହ ୭ଟି ପଦକ ଜିତି ୪୮ତମ ସ୍ଥାନରେ ଭାରତ ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories