www.samajalive.in
Saturday, December 13, 2025
26.1 C
Bhubaneswar

ସର୍ପାଘାତରେ ଯୁବକର ମୃତ୍ୟୁ

ରେଙ୍ଗାଲି : ରେଙ୍ଗାଲି ବ୍ଲକ୍ ର ଲଇଡା ଗ୍ରାମର ଧନେଶ୍ଵର ମରେଇ (୨୭)  (ପୁଢା)ଙ୍କ ସର୍ପାଘାତରେ ଆଜି ମୃତ୍ୟୁ ଘଟିଛି । ଗତ  ରାତି ଗୋଟାଏ ସମୟରେ ସେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। ତାଙ୍କୁ ପ୍ରଥମେ ଲଇଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ତେବେ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ କୁଚିଣ୍ଡା ଡାକ୍ତରଖାନା କୁ ସ୍ଥାନାନ୍ତରିତ କରା ଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କ ମୃତ୍ୟୁ ହୋଇଥିବାର ଜଣା ପଡିଛି।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories